ପୁରୀ

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ। ମହାପ୍ରଭୁ ଏବେ...

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି...

ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ଠାକୁରାଣୀ

ପୁରୀ ଅଫିସ,୨୮ା୬: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଶନିବାର ଗୁଣ୍ଡିଚା ମନ୍ଦିରରେ ଏହି...

ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରାଯାଉ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଜାତୀୟ ଛୁଟି ଦିବସ ଭାବେ ଘୋଷଣା କରାଯାଉ। ଏନେଇ ଦାବି ଜୋର୍‌ ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଦାବି ଉପସ୍ଥାପନ କରିଛି ଓଡ଼ିଶା କଲଚରାଲ୍‌ ସର୍କଲ। ଏହାର ଅଧ୍ୟକ୍ଷ ତଥା ହୋଟେଲ୍‌ ଆଣ୍ଡ୍‌...

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି ୧୦ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ଏ ନେଇ ଶନିବାର ପୁରୀ ଜିଲାପାଳ...

ରବିବାର ଦକ୍ଷିଣମୋଡ଼, ଯାଞ୍ଚ ହେଲା ତିନି ରଥ

ପୁରୀ ଅଫିସ, ୨୭।୬: ନବ ଦିନାତ୍ମକ ଯାତ୍ରାରେ ଆସି ଆଡପ ମଣ୍ଡପରେ ଅବସ୍ଥାନ କରିଛନ୍ତି ମହାପ୍ରଭୁ। ବାହୁଡ଼ା ଯାତ୍ରାରେ ପୁଣି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାବିଗ୍ରହ। ସେଥିଲାଗି ରବିବାର ତିନି ରଥର ଦକ୍ଷିଣ ମୋଡ କରାଯିବ। ଏଥିପାଇଁ ଶନିବାର ତିନି...

ଚେୟାରରେ ବସି ଅବଢ଼ା ଖାଇଲେ ପୋଲିସବାବୁ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପୁରୀ ଅଫିସ,୨୭ା୬: ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ରହିଛି ଗଭୀର ଭକ୍ତି ଏବଂ ବିଶ୍ୱାସ। ହେଲେ ମହାପ୍ରସାଦ ସେବନର ଏକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ଭକ୍ତଙ୍କ ଭାବାବଗେକୁ ଆଘାତ ଦେଇଛି। ଶୁକ୍ରବାର କିଛି ପୋଲିସ...

ଗୁଣ୍ଡିଚା ମନ୍ଦିରରେ ପଶିଲେ ୨ ଅଣସେବାୟତ

ପୁରୀ ଅଫିସ,୨୭ା୬: ମହାମାରୀ କରୋନା ପାଇଁ ଏଥର ଭକ୍ତଶୂନ୍ୟ ଘୋଷଯାତ୍ରା ଅନୁଷ୍ଠିତ ହେଉଛି। ନବିଦାନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ମନ୍ଦିରକୁ ଛଡ଼ାଯାଉନି। ଫଳରେ ଆଡ଼ପ ମଣ୍ଡପ...

୨କରୋନା ଯୋଦ୍ଧା ପଜିଟିଭ: ଟ୍ରାଫିକ ଫାଣ୍ଡି ସିଲ୍‌

ପୁରୀ ଅଫିସ,୨୭ା୬: କରୋନା ଯୋଦ୍ଧାଙ୍କୁ କରୋନା। ପୁରୀ ଜିଲାର ୨ ଜଣ କରୋନା ଯୋଦ୍ଧାଙ୍କଠାରେ ପଜିଟିଭ ଚିହ୍ନଟ ହୋଇଛି। ଜଣେ ଟ୍ରାଫିକ କନଷ୍ଟେବଳ ଏବଂ ଅନ୍ୟଜଣେ ସିଆର୍‌ପିଏଫ୍‌ ଯବାନ। ସିଆରପିଏଫ୍‌ ଯବାନ ଜଣଙ୍କ ଜମ୍ମୁ କଶ୍ମୀରରେ କାର୍ଯ୍ୟରତ ଥିବାବେଳେ ଭଉଣୀ...

୧୮ ମାସର ଶିଶୁକୁ କରୋନା

ନିମାପଡ଼ା,୨୭ା୬(ଡି.ଏନ୍‌.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ...

ବାହାର ଜିଲା ପୋଲିସଙ୍କୁ ପୁରୀ ମନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି ଅଭୟ ନୂଆ ଏସ୍‌ଓପି ଜାରି କରିଛନ୍ତି। ତଦନୁଯାୟୀ ଅଫିସିଆଲ ବାହାନା କରି...

ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ

ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି। ବର୍ତ୍ତମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri