ପୁରୀ

ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍‌କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ତେବେ କୋଭିଡ୍‌ ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ପ୍ରାଥମିକତା ଦେବାକୁ...

ମହାପ୍ରଭୁ ପରୀକ୍ଷା ନେଲେ: ଗଜପତି

ପୁରୀ ଅଫିସ, ୨୪ା୬: ଲକ୍‌ଡାଉନ କଟକଣା ଯୋଗୁ ସ୍ନାନବେଦିକୁ ଛେରା ପହଁରା କରିବାକୁ ଯାଇ ନ ଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରସ୍ତ ସ୍ନାନ ପୂର୍ଣ୍ଣିମାରେ ରଥରେ ଛେରାପହଁରା କରିଥିଲେ। ମାତ୍ର ରଥଯାତ୍ରା ପାଇଁ...

ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଅନ୍ଧାରରେ ତିନି ରଥ ରହିଥିବା ସୂଚନା...

ସେବାୟତଙ୍କୁ ମିଳିବ ‘ପାଳିଆ ପୁରସ୍କାର’, ୩ୟ କିସ୍ତିର ୫ହଜାର ଟଙ୍କା

ପୁରୀ ଅଫିସ,୨୩।୬: ଶୃଙ୍ଖଳିତ ରଥଟଣା ପାଇଁ ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସାଧୁବାଦ ଜଣାଇଛନ୍ତି। ଏହି ଅବସରରେ ସେ ସେବାୟତଙ୍କୁ ୩ୟ କିସ୍ତିର ୫ ହଜାର ଟଙ୍କା ଦିଆଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି। ରଥ...

ପୁରୀ ଜିଲାରେ କୋହଳ ହେଲା କର୍ଫ୍ୟୁ

ପୁରୀ ଅଫିସ,୨୩।୬: ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ପୁରୀ ଜିଲାରେ ଏକ ପ୍ରକାର କର୍ଫ୍ୟୁ ଲଗାଯାଇଥିଲା। ଏହାକୁ ମଙ୍ଗଳବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ କୋହଳ କରାଯାଇଥିବା ଜିଲାପାଳ ବଲଓ୍ବନ୍ତ ସିଂ ସୂଚନା...

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ

ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା...

ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ...

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ...

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି...

ଯେଉଁଠି ଶ୍ରୀଜୀଉଙ୍କର ହୁଏ ରୁପାବେଶ

୧୭୫୭ଖ୍ରୀଷ୍ଟାବ୍ଦରେ ପ୍ରଥମ କରି ରଣପୁର ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ଘୋଷ ଯାତ୍ରା ଆରମ୍ଭ ହୋଇଥିଲା । ପୁରୀ ମନ୍ଦିର ସହିତ ରଣପୁର ମନ୍ଦିରର ରହିଛି ବହୁ ସାମଞ୍ଜସ୍ୟ । ପୁରୀରେ ଷୋହଳ କଳା ଥିବା ବେଳେ ରଣପୁର ମନ୍ଦିରରେ ଏକ...

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା...

ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏହା ପଛକୁ ଅର୍ଥାତ୍‌ ୧୨ଟା ୫୫ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri