ପୁରୀ

କୋଣାର୍କରେ ଖୋଲିଲା ଯାତ୍ରୀନିବାସ

କୋଣାର୍କ,୮ା୬(ଡି.ଏନ୍‌.ଏ.): କରୋନା ଯୋଗୁ ବନ୍ଦ ରହିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର। ପର୍ଯ୍ୟଟନସ୍ଥଳୀ କୋଣାର୍କ ଶୂନଶାନ। ବନ୍ଦ ହେବାର ଅଢ଼େଇ ମାସ ପରେ ସୋମବାର କୋଣାର୍କରେ ଯାତ୍ରୀନିବାସ ଓ କେତେକ ହୋଟେଲ ଖୋଲାଯାଇଥିବା ଦେଖିବାକୁ ମିଳିଛି। କିନ୍ତୁ ପର୍ଯ୍ୟଟକ ନ ଥିବାରୁ...

ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ

ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ପୁରୀସ୍ଥିତ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ (ହୋମିଓପାଥି)ର ଭାରପ୍ରାପ୍ତ...

କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ...

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ...

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା ସହିତ ତଳେ ଏକାଧିକ ବାନା ବନ୍ଧାଯାଇଥାଏ। ଗୋଲାପି, ହଳଦିଆ, ନାଲି, ଧଳା...

୩୦ବର୍ଷରୁ ଊର୍ଦ୍ଧ୍ୱ ଅପୂଜା ଥିଲେ ଅଲାରନାଥ

ବ୍ରହ୍ମଗିରି,୭ା୬(ଡି.ଏନ୍‌.ଏ.): କରୋନା ଲାଗି ମହାପ୍ରଭୁ ଅଲାରନାଥଙ୍କ ମନ୍ଦିରରେ ୧୪୪ ଧାରା ଜାରି ରହିଛି। ଆସନ୍ତା ୨୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଫଳରେ ମନ୍ଦିରର ସିଂହଦ୍ୱାରରେ ତାଲା ଝୁଲୁଛି। ମନ୍ଦିର ପରିସରକୁ ପଶି ପାରୁନାହାନ୍ତି ସାଧାରଣ ଭକ୍ତ।...

ରଥଖଳାରୁ…ଉଠିଲା ଦ୍ୱିତୀୟ ଭୂଇଁ

ପୁରୀ ଅଫିସ,୭।୬: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ ତୃତୀୟ ଭୂଇଁ କାମ ଶେଷ ହୋଇଛି। ଏତଦ୍‌ବ୍ୟତୀତ ତିନିରଥରେ ନଡ଼ିଆ ଗର...

ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା: ପୂଜା ପାଇଲେ ପଟି ଦିଅଁ

ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗି ପଡ଼ିଛନ୍ତି ଶ୍ରୀଅଙ୍ଗ ସେବକ ଦଇତାପତି। ମଧ୍ୟାହ୍ନ ଧୂପ ସରିବା...

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ...

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ପୁରୀ ସହର ରହିଛି। କିନ୍ତୁ ଶନିବାର ପୁରୀ ସହର ପାଇଁ ଶଡ୍‌ଡାଉନ୍‌...

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ...

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଆଉ ଏକ ଲୀଳା କ୍ଷେତ୍ର ପାଲଟିଛି ବ୍ରହ୍ମଗିରିର ଅଲାରନାଥ ପୀଠ। ୧୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri