ପୁରୀ

ତିନିରଥର ୬ ଚକ ନିର୍ମାଣ ଶେଷ

ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ନିୟୋଜିତ ସେବକମାନେ ନିର୍ମାଣ କାର୍ଯ୍ୟକୁ ଜୋର୍‌ଦାର...

ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା

ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଦୁର୍ବୃତ୍ତ ରାସ୍ତାରେ ଭୁଜାଲିରେ ହାଣି ହତ୍ୟା କରି ଫେରାର...

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ...

ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି ପୂର୍ବ ନିଷ୍ପତ୍ତି ମୁତାବକ ବୁଧବାର ରଥ ନିର୍ମାଣକାରୀଙ୍କ କୋଭିଡ-୧୯ ଟେଷ୍ଟ ଲାଗି ସ୍ବାବ୍‌...

ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି

ପୁରୀ ଅଫିସ,୧୩ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା କତା ନିଗମ ସହ ଆଲୋଚନା କରିଛି ଶ୍ରୀମନ୍ଦିର ପ୍ରଶାସନ। ମଙ୍ଗଳବାର ଓଡ଼ିଶା କତା...

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା ସାହିର ୧୧ଜଣ ରହିଛନ୍ତି। ଖବର ପାଇ କୋଣାର୍କ ଓ ଚନ୍ଦ୍ରଭାଗା ମେରାଇନ ପୋଲିସ...

କ୍ବାରାଣ୍ଟାଇନ୍‌ ଛାଡ଼ି ବାହାରେ ବୁଲୁଛନ୍ତି ପ୍ରବାସୀ

ପୁରୀ ଅଫିସ,୧୨ା୫: ମହାମାରୀ କରୋନା ରାଜ୍ୟରେ ଭୟଙ୍କର ରୂପ ଧାରଣ କଲାଣି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଗଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟକୁ ଏବେ...

ଜମିବାଡ଼ି ବିବାଦ ନେଇ ଆକ୍ରମଣ, ୬ ଗିରଫ

ନିମାପଡ଼ା,୧୧ା୫(ଡି.ଏନ.ଏ): ନିମାପଡ଼ା ଥାନା ଅନ୍ତର୍ଗତ ଶଗଡ଼ା ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ସୋମବାର ଦୁଇ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ଉଭୟ ପରିବାରର ଅଭିଯୋଗକ୍ରମେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ...

ପିପିଲିରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ

ପିପିଲି,୧୧ା୫(ଡି.ଏନ.ଏ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ପିପିଲି ଅଞ୍ଚଳରେ ଲୋକମାନେ ସାମାଜିକ ଦୂରତ୍ୱକୁ ମାନୁ ନ ଥିତ୍ବାବେଳେ ବିନା ମାସ୍କରେ ବୁଲୁଛନ୍ତି। ତୃତୀୟ ପର୍ଯ୍ୟାୟ ତାଲା ବନ୍ଦ ନିୟମରେ ପ୍ରଶାସନ କେତେକାଂଶରେ କଟକଣାକୁ କୋହଳ...

କ୍ବାରାଣ୍ଟାଇନ ଫାଟକ ଜଗିଲେ ସରପଞ୍ଚ

ଗୋପ,୧୧ା୫(ଡି.ଏନ.ଏ): ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ନିଜ ଗ୍ରାମକୁ ବହୁ ସଂଖ୍ୟାରେ ଫେରୁଥିବାରୁ ରାଜ୍ୟ ସରକାର ପଞ୍ଚାୟତର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଥିଲେ। ତେବେ ପ୍ରଥମ କରି ଗୋପ ବ୍ଲକ ସୁତନ ପଞ୍ଚାୟତର ସରପଞ୍ଚ ବିଳାସିନୀ ବେହେରା...

ନିମାପଡ଼ାରେ ଖୋଲିଲା ମାସ୍କ ବିକ୍ରୟ କେନ୍ଦ୍ର

ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ସଂକ୍ରମଣ ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ସରକାର ଗତ କିଛିଦିନ ତଳେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ନିମାପଡ଼ାରେ ମାସ୍କ ବିକ୍ରୟ କେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri