ପୁରୀ

ବିକାଶ କାର୍ଯ୍ୟରେ କରୋନା ବାଧକ

ପୁରୀ ଅଫିସ, ୭ା୫: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର ଚନ୍ଦନକୁ ଯାଇଥିଲେ। ଏହାପରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହୋଇଥିଲା। ଚନ୍ଦନରୁ ଠାକୁର ଫେରିବା...

ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି

ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ...

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ...

କନ୍ୟା ହରାଇଥିବା ହୋମ୍‌ଗାର୍ଡ ଗୌରୀଙ୍କୁ ସହାୟତା

ପିପିଲି, ୬ା୫(ଡି.ଏନ.ଏ): ପିପିଲି ଥାନାର ହୋମ୍‌ଗାର୍ଡ ଗୌରୀ ବେହେରା କରୋନା ବିରୋଧୀ ଲଢେଇ ଲଢୁଥିବା ବେଳେ ତାଙ୍କର କର୍କଟ ପୀଡ଼ିିତା ୧୩ ବର୍ଷୀୟା ଝିଅ ସବୁଦିନ ପାଇଁ ଆଖି ବୁଜି ଦେଇଥିଲା। ଝିଅର ଚିକିତ୍ସା ପାଇଁ ଗୌରୀ ନିଜର ସମସ୍ତ...

ରଥ ଆଶା ଛାଡ଼ିଲେ ମହାରଣା ସେବକ

ପୁରୀ ଅଫିସ, ୬।୫: କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ରଥ ଅନୁକୂଳ ପରଠାରୁ ଇତିମଧ୍ୟରେ ୧୧ ଦିନ ବିତିଗଲାଣି। ହେଲେ ଏ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ।...

ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ

ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍‌ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ ସୁଯୋଗ ସୃଷ୍ଟି କରିଛି। ସୋମବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ...

ରଥ ନିର୍ମାଣ ପାଇଁ ସୁପାରିସ

ପୁରୀ ଅଫିସ,୫ା୫: ରଥ ତିଆରି ଏକ ଧର୍ମୀୟ କାର୍ଯ୍ୟ ନୁହେଁ, ଏହା ନିର୍ମାଣ କାର୍ଯ୍ୟ। ତେଣୁ ସରକାର ଲକ୍‌ଡାଉନ ପାଇଁ ଯେଉଁ ଗାଇଡ୍‌ଲାଇନ କରିଛନ୍ତି ତାହାର କୌଣସି ପ୍ରକାର ଉଲ୍ଲଂଘନ ହେବ ନାହିଁ। ମହାପ୍ରଭୁଙ୍କ ରଥ ନିର୍ମାଣ ସଂକ୍ରାନ୍ତରେ ସୋମବାର...

‘ଜୀବନ ଦେବୁ ପଛେ ପରମ୍ପରା ବନ୍ଦ କରାଇ ଦେବୁନି’

ପୁରୀ ଅଫିସ, ୪ା୫:  ଶହ ଶହ ବର୍ଷ ଧରି ଶ୍ରୀକ୍ଷେତ୍ରରେ ପାଳିତ ହୋଇଆସୁଛି ଯମୁନା ଗାଧୁଆ ପରମ୍ପରା। ମାତ୍ର ଏହାକୁ ବନ୍ଦ କରିବା ଲାଗି ପ୍ରଶାସନିକ ଷଡ଼ଯନ୍ତ୍ର ହେଉଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହାକୁ ବିରୋଧକରି ସୋମବାର...

କଟକଣା ମାନି ରଥଯାତ୍ରା ଆୟୋଜନ ହେଉ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସ୍ଥିତିରେ ପୁଣିଥରେ ରଥଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କରୋନା ପାଇଁ...

ଗରିବଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

କୋଣାର୍କ,୪।୫(ଡି.ଏନ.ଏ.): କୋଣାର୍କ ଏନଏଏସି ଅଧିନସ୍ଥ ୧୧ନଂ ୱାର୍ଡ ନଳକଣ କେଳା ସାହିଠାରେ କୋଣାର୍କ ସାମ୍ବାଦିକ ସଂଘ ଓ ଗୋପ ମହିଳା ମହାସଂଘ ମିଳିତ ଆନୁକୂଲ୍ୟରେ ଗରିବଙ୍କୁ ମାସ୍କ ସହ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଲକଡାଉନ ଯୋଗୁ ଖାଦ୍ୟ ପାଉ...

ମାସ୍କ ନ ପିନ୍ଧି ୬୦ଜଣ ଦେଲେ ଜରିମାନା

କୋଣାର୍କ,୪।୫(ଡି.ଏନ.ଏ.): କରୋନା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ଏହାକୁ ଅବମାନନା କରିଥିବାରୁ ସୋମବାର କୋଣାର୍କର ୬୦ଜଣଙ୍କ ଜରିମାନା ଦେଇଛନ୍ତି। ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ. ଶ୍ରୀନିବାସ ଓ କୋଣାର୍କ ଥାନା ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri