ପୁରୀ

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ...

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା...

ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ ଏଥିରେ ସାମାନ୍ୟ କୋହଳ କରିଛନ୍ତି। କିନ୍ତୁ ଲକ୍‌ଡାଉନ ଶେଷ ନ ହେବା ପର୍ଯ୍ୟନ୍ତ...

ଗରିବ, ଅସହାୟଙ୍କୁ ସହାୟତା ପ୍ରଦାନ

ପିପିଲି, ୨୦ା୪(ସ୍ବ.ପ୍ର): କରୋନା ସମୟରେ ପ୍ରଭାବିତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଗରିବ ଏବଂ ଅସହାୟଙ୍କ ପ୍ରତି ସହାୟତାର ହାତ ବଢାଇଛି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ। ସ୍ବୟଂ ସେବକମାନେ ଗତ ଦୁଇ ସପ୍ତାହ ଧରି ପିପିଲି ହାଟସାହି ପଞ୍ଚାୟତର ଭୁଇଁଗୁଣ,...

କୋଣାର୍କ ଜଗନ୍ନାଥଙ୍କ ଦେବନୀତିରେ ସମସ୍ୟା

କୋଣାର୍କ,୨୦ା୪(ଡି.ଏନ୍‌.ଏ): କରୋନାଜନିତ ଲକ୍‌ଡାଉନ ହେତୁ କୋଣାର୍କସ୍ଥିତ ଜଗନ୍ନାଥ ମନ୍ଦିରର ଦେବନୀତିରେ ସମସ୍ୟା ସୃଷ୍ଟି ହେଉଛି। ଦର୍ଶନ ଉପରେ କଟକଣା ଯୋଗୁ ଭକ୍ତ ଆସୁ ନ ଥିବାରୁ ଆୟ ହେଉନାହିଁ। ତେଣୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି ଚଳାଇବାରେ ବ୍ୟାଘାତ ଉପୁଜୁଛି। ପ୍ରତିଦିନ...

ସରକାରଙ୍କୁ ଶ୍ରୀଜଗନ୍ନାଥ ସେନାର ପ୍ରସ୍ତାବ: କରୋନା ଭୟ ଥିଲେ ବିନା ଭକ୍ତରେ ହେଉ ରଥଯାତ୍ରା

ପୁରୀ ଅଫିସ,୨୦।୪: ଜୁନ୍‌ ୨୩ରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ନେଇ ଏବେ ବି ଅନିଶ୍ଚିତତା ଲାଗିରହିଛି। କରୋନାର ଭୟାବହତାକୁ ଦେଖି ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡ଼ିବ ନା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା

ସାକ୍ଷୀଗୋପାଳ,୧୯ା୪(ଡି.ଏନ୍‌.ଏ.) : ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାଣ୍ଢରା ପଞ୍ଚାୟତ ସାମନ୍ତରାପୁରରେ ରବିବାର ଗ୍ୟାସ ସିଲିଣ୍ଡର ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୫ବଖରା ସହ ଆସବାବପତ୍ର ପୋଡ଼ି ଯାଇଛି। ଦିନବନ୍ଧୁ ସାହୁଙ୍କ ସ୍ତ୍ରୀ ରୋଷେଇ ଘରେ ଗ୍ୟାସ୍‌ ଲଗାଇବା ସମୟରେ ହଠାତ...

ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍‌ ନମ୍ବର

କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି...

କରୋନା ଟାଣିଛି ଲକ୍ଷ୍ମଣରେଖା: କାଳିଆ ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ

ପୁରୀ ଅଫିସ,୧୯।୪: କରୋନା ଟାଣିଛି ଲକ୍ଷ୍ମଣ ରେଖା। ସିଂହଦ୍ୱାର ଡେଇଁ ଶ୍ରୀମନ୍ଦିରକୁ ଯାଇପାରୁନାହାନ୍ତି ଭକ୍ତ। ଗତ ମାସ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରୁଛନ୍ତି। ଇତିମଧ୍ୟରେ ପ୍ରାୟ...

ମନେପଡ଼େ କଳାବେଠିଆଙ୍କ ସେବା

ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍‌ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ ପୁନଜନ୍ମ ହୋଇ ନ ଥାଏ। ଏହି ଆସ୍ଥା ଓ ବିଶ୍ୱାସରେ କ’ଣ ଏଥର...

ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ

ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ ହେବେ ନାହିଁ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ପୋଲିସ ଜଗିବେ। ଚତୁଃପାର୍ଶ୍ୱ ରାସ୍ତାକୁ ବନ୍ଦ...

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri