ପୁରୀ

ଅଟକାଇ ପାରିନି କରୋନା: କାଳିଆ ପାଖରେ ପହଞ୍ଚାଇଲେ ଫୁଲ, ତୁଳସୀ

ପୁରୀ ଅଫିସ,୧୬ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ବାଇଶିପାହାଚ ଡେଇଁପାରୁନି ଭକ୍ତ। ହେଲେ ଅନେକ ଶ୍ରଦ୍ଧାଳୁଙ୍କ ମନ ବୁଝୁନି। କାଳିଆ ସାଆନ୍ତଙ୍କୁ କିଏ ସ୍ବପ୍ନରେ ଦେଖୁଛନ୍ତି ତ ଆଉ କିଏ ଭାବ ଭକ୍ତିରେ ହଜି ଯାଉଛନ୍ତି। ଏମିତି ଉଦାହରଣ ଅନେକ ରହିଛି,...

ବିଶୋଧନ ହେଲା ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୬ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୁଦ୍ଧୀକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ତେବେ ପୁରୀର ସବୁଠୁ ସମ୍ବେଦନଶୀଳ କୁହାଯାଉଥିବା ସ୍ବର୍ଗଦ୍ୱାର ଅଞ୍ଚଳକୁ ସାନିଟାଇଜ କରାଯାଇ ନ ଥିଲା। ଏ ନେଇ ବୁଧବାର ଧରିତ୍ରୀରେ...

ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ତେଣୁ ବିଭିନ୍ନ ଷ୍ଟେଶନରେ ଟ୍ରେନ୍‌ଗୁଡ଼ିକ ଅଟକି ରହିଛି। ପୁରୀ ଷ୍ଟେଶନର...

ନିୟନ୍ତ୍ରଣ କକ୍ଷକୁ ଆସିଛି ୮,୫୬୨ କଲ୍‌

ପୁରୀ ଅଫିସ,୧୬ା୪: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ପୁରୀ କେୟାର୍ସ ଅଭିଯାନ ସଫଳତା ସହ ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। କରୋନା ମୁକାବିଲା ପାଇଁ ହଠାତ୍‌ ଲକ୍‌ଡାଉନ ଘୋଷଣା ପରେ ଅଟକି ରହିଥିବା ରାଜ୍ୟ ଓ ରାଜ୍ୟ ବାହାର ଶ୍ରମିକ, ଷ୍ଟେଶନ...

ବ୍ୟାଙ୍କ ଆଗରେ ଜମାକାରୀଙ୍କ ଭିଡ଼: ଜମାଖାତାରୁ ଟଙ୍କା ଗାଏବ ଗୁଜବ

ଗୋପ,୧୬ା୪(ଡି.ଏନ.ଏ): କରୋନା ମହାମାରୀକୁ ନେଇ ଏବେ ସାରା ରାଜ୍ୟରେ ମାନ୍ଦାବସ୍ଥା ଦେଖାଦେଇଛି। ଏପରି ସ୍ଥିତିରେ ବିଭିନ୍ନ ବ୍ୟାଙ୍କରେ ଥିବା ଜମାଖାତାରୁ ସରକାର ଟଙ୍କା ଉଠାଇ ନେଉଥିବା ଭଳି ଏକ ଗୁଜବ ଗୋପ ଅଞ୍ଚଳରେ ବୁଧବାର ପ୍ରଚାରିତ ହୋଇଛି। ଫଳରେ ଶହ...

ଭାସ୍କର୍ଯ୍ୟ କଳାରେ କରୋନା ସଚେତନତା

ପୁରୀ ଅଫିସ,୧୬ା୪: ପୁରୀର ଯୁବ ଭାସ୍କର୍ଯ୍ୟ ଶିଳ୍ପୀ ଅଜିତ କୁମାର ପରିଡ଼ା ଭାସ୍କର୍ଯ୍ୟ କଳାରେ କରୋନା ସଚେତନାର ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଘରେ ରହିବା, ମୁହଁରେ ମାସ୍କ ବାନ୍ଧିବା, ହାତକୁ ଭଲ ଭାବେ ଧୋଇବା ଏବଂ ସାମାଜିକ ଦୂରତା...

ଚିଲିକାରେ ମୁହାଣ ଖୋଲିବା ଆଶଙ୍କା, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବା ସମୟରେ ସ୍ଥାନୀୟ ବିଧାୟକ ଲଳିିତେନ୍ଦୁ ବିଦ୍ୟାଧର...

ଦୁଗ୍ଧଚାଷୀଙ୍କ ପେଟରେ କରୋନା ଲାତ

ସାକ୍ଷୀଗୋପାଳ, ୧୬ା୪(ଡି.ଏନ.ଏ): କରୋନା ଯୋଗୁ ସମସ୍ତଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଗୋପାଳନ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରୁଥିବା ସତ୍ୟବାଦୀ ବ୍ଲକ ଓ ଆଖପାଖ ଅଞ୍ଚଳର ଦୁଗ୍ଧଚାଷୀ ମଧ୍ୟ ଏହାଦ୍ୱାରା ବିଶେଷ ପ୍ରଭାବିତ ହୋଇଛନ୍ତି। କ୍ଷୀର ବିକ୍ରୀ...

ବ୍ୟାଙ୍କରେ ଭିଡ଼: ମ୍ୟାନେଜରଙ୍କୁ ତାଗିଦ

ପିପିଲି,୧୬ା୪(ଡି.ଏନ.ଏ): ସାତଶଙ୍ଖ ଆନ୍ଧ୍ରା ବ୍ୟାଙ୍କରେ ବୁଧବାର ଅସମ୍ଭାଳ ଭିଡ଼ ଲାଗିଥିଲା। ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ନ ଥିଲା। ଉଜ୍ୱଳା ଯୋଜନାରେ ଗ୍ୟାସ ବାବଦ ଟଙ୍କା ଆସିଛି କି ନାହିଁ ଜାଣିବାକୁ ଶହ ଶହ ଗ୍ରାହକ ଗହଳି ଲଗାଇଥିଲେ। ଖବର...

ଚିନ୍ତାରେ କାକଟପୁର ବ୍ଲକ ଅଞ୍ଚଳର ଚାଷୀ: କରୋନାକୁ ନେଇ ତରଭୂଜକୁ ମୁହଁ ମୋଡୁଛନ୍ତି ଲୋକେ, ବିଲରେ ସଢୁଛି କଖାରୁ; ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୧୫।୪(ଡି.ଏନ୍‌.ଏ.): ପୁରୀ ଜିଲାର କାକଟପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଶହଶହ ଏକର ଜମିରେ ପନିପରିବା ଚାଷ ହେଉଛି। କାକଟପୁର ବ୍ଲକର କାକଟପୁର, ଅନନ୍ତପୁର, ନରଣପୁର, ଓଥକା, ସିଙ୍ଗାପଦା, ଗୋରଡି ତୋଟା, ଲତାହରଣ, ନାଶିକେଶ୍ୱର ଆଦି ଅଞ୍ଚଳରେ ହଜାର ହଜାର ଚାଷୀ...

ଚିଲିକାରେ ସୃଷ୍ଟି ହୋଇପାରେ ୩ୟ ମୁହାଣ

କୃଷ୍ଣପ୍ରସାଦ, ୧୫ା୪ (ଡି.ଏନ.ଏ.): ମହାମାରୀ କରୋନା ଭୟ ଲାଗି ରହିଥିବାବେଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସଠାରେ ବଙ୍ଗୋପସାଗର କୂଳ ଲଘିଂବାରେ ଲାଗିଛି। ସମୁଦ୍ର ଓ ଚିଲିକା ମଝିରେ ବାଡ ଭଳି ଥିବା ୭ଶହ ମିଟର ବାଲିବନ୍ଧ ଜୁଆର ମାଡରେ...

ପୁରୀ: କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୧୫ା୪: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ମଙ୍ଗଳବାରଠାରୁ ପୁରୀରେ ୧୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ୬୦ ଶଯ୍ୟା ଓ ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)ରେ ୪୦ ଶଯ୍ୟା ପ୍ରସ୍ତୁତ କରାଯାଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri