ପୁରୀ

ସ୍ବର୍ଗଦ୍ୱାର ବିଶୋଧନ ପ୍ରତି ନଜର ନାହିଁ

ପୁରୀ ଅଫିସ,୧୫ା୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୋଧିକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ପୁରୀ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ମନ୍ଦିର, ରାସ୍ତା ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ବିଶୋଧନ କରାଯାଉଛି। କିନ୍ତୁ ଏପର୍ଯ୍ୟନ୍ତ ସବୁଠୁ...

କରୋନା ପ୍ରତିକାର: ବିଶୋଧନ ହେଲା ସାକ୍ଷୀଗୋପାଳ ମନ୍ଦିର , ବଜାର

ସାକ୍ଷୀଗୋପାଳ,୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଦୁରେଇ ରହିବା ନିମନ୍ତେ ସାଧାରଣ ଲୋକ ଚଳାଚଳ କରୁଥିବା ସ୍ଥାନକୁ ବିଶୋଧନ କରାଯାଇଛି। ମଙ୍ଗଳବାର ସକାଳେ ସ୍ଥାନୀୟ ଆଗ୍ନିଶମ କେନ୍ଦ୍ର ଅଧିକାରୀ ମନୋଜ କୁମାର ପାତ୍ର କର୍ମଚାରୀଙ୍କ ସହ ସୋଡିୟମ ହାଇପୋକ୍ଲରାଇଡ ଜଳ ସିଞ୍ଚନକରି...

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି ଖାଦ୍ୟ ଦିଆଯାଇଛି। କେବଳ ଏହି ଗୋଟିଏ ଦିନ ନୁହେଁ, ଆସନ୍ତା ୩୦ ତାରିଖ...

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ କରିଥିଲେ। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କ ଲାଗି ଆବଶ୍ୟକ ଶଯ୍ୟା ରହିଛି...

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ନିମାପଡା,୧୪ା୪(ଡି.ଏନ.ଏ.): ନିମାପଡା ଥାନା ଅନ୍ତର୍ଗତ ହରିଶପୁର ନିକଟସ୍ଥ ଚିଙ୍ଗୁଡିଆକଣ୍ଟା ଗାଁରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ୨ ବଖରା ପୋଡି ଯାଇଛି। ଏଥିରେ ଗୃହକର୍ତ୍ତା କାର୍ତ୍ତିକେଶ୍ୱର ବେହେରାଙ୍କ ସହ ତାଙ୍କ ୨ଟି ଗାଈ ପୋଡି ଗୁରୁତର ହୋଇଛନ୍ତି। ଅଗ୍ନିଶମ ବିଭାଗ...

ଭକ୍ତଙ୍କ ବିନା ହେଲା ପୂଜାର୍ଚ୍ଚନା

ପୁରୀ ଅଫିସ,୧୪ା୪: ଶ୍ରୀକ୍ଷେତ୍ରରେ ପାଳିତ ହୋଇଯାଇଛି ପବିତ୍ର ମହାବୀର ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି। ଓଡ଼ିଆ ନବବର୍ଷକୁ ସ୍ବାଗତ କାର୍ଯ୍ୟକ୍ରମ ଚଳିତବର୍ଷ ଫିକା ପଡ଼ିିଥିଲା। ସବୁ ମନ୍ଦିରରେ ଦେବଦେବୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। କିନ୍ତୁ ନ ଥିଲେ ଭକ୍ତ। ଅର୍ଥାତ୍‌ କୌଣସି...

ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ

ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ...

ମତ୍ସ୍ୟଜୀବୀଙ୍କୁ ମାଛ ବିକ୍ରି ଚିନ୍ତା

ପୁରୀ ଅଫିସ,୧୩ା୪: ପୁରୀ ଜିଲାର ପେଣ୍ଠକଟା, କୋଣାର୍କ, ଅସ୍ତରଙ୍ଗ, ବ୍ରହ୍ମଗିରି, କୃଷ୍ଣପ୍ରସାଦ, କାକଟପୁର ଅଞ୍ଚଳରେ ହଜାର ହଜାର ମତ୍ସ୍ୟଜୀବୀ ବାସ କରୁଛନ୍ତି। କରୋନା ପାଇଁ ବେଉସା ବନ୍ଦ ହୋଇଯିବାରୁ ମତ୍ସ୍ୟଜୀବୀ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏବେ ସରକାର ମାଛଚାଷ,...

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି...

ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ,...

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍‌ରୁ ୨ଟି ଟ୍ରକ ଯୋଗେ...

ସହରରେ ବାଇକ୍‌ ପାଟ୍ରୋଲିଂ ଆରମ୍ଭ

ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍‌ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ପୁରୀ ସହରର ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri