ପୁରୀ

ସାକ୍ଷୀଗୋପାଳ ଡାକ୍ତରଖାନାରୁ ବିଶୋଧନ ଆରମ୍ଭ

ସାକ୍ଷୀଗୋପାଳ,୨୮ା୩(ଡି.ଏନ୍‌.ଏ.)- କରୋନା ସତର୍କତା ପାଇଁ ସାକ୍ଷୀଗୋପାଳ ସରକାରୀ ଡାକ୍ତରଖାନାରେ ଶୁକ୍ରବାର ବିଶୋଧନ କାମ ଆରମ୍ଭ ହୋଇଛି। ସଂକ୍ରମଣ ରୋକିବା ସହିତ ଡାକ୍ତରଖାନା ପରିସର ସ୍ବଚ୍ଛତା ନିମନ୍ତେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀମାନେ ବ୍ଲିଚିଙ୍ଗ ପକାଇ ବିଶୋଧନ କରିଥିଲେ। ସତ୍ୟବାଦୀ ତହସିଲଦାର କସ୍ତୁରୀ...

ତୀର୍ଥ ପୁଷ୍କରଣୀରେ ବୁଡ଼ି ବାଳକଙ୍କ ଜୀବନ ଗଲା

କୋଣାର୍କ,୨୮ା୩(ଡି.ଏନ୍‌.ଏ.)- କୋଣାର୍କ ଥାନା ଅଧୀନସ୍ଥ ଚନ୍ଦ୍ରଭାଗା ତେଲୁଗୁ ବସ୍ତିର ୧୦ବର୍ଷର ବାଳକ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ଗାଧୋଉଥିବା ବେଳେ ବୁଡିଯାଇ ମୃତ୍ୟୁ କରିିଛି। ସୂଚନାଯୋଗ୍ୟ, ଚନ୍ଦ୍ରଭାଗା ତେଲୁଗୁ ବସ୍ତି ନୂଆ ସାହିର ପି.କେ କାଶି ରାଓଙ୍କ ପୁଅ ପି.କେ କିରନ...

ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼

ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ ଏମାନେ ଡିଅଁ। ମାରୁଥାନ୍ତି। କେତେବେଳେ ଭକ୍ତଙ୍କ ହାତରୁ ଭୋଗ ପୁଡ଼ିଆ ଝାମ୍ପି ନିଅନ୍ତି...

କରୋନା ପାଇଁ ହାଣ୍ଡିକୁଡ଼ୁଆ ବିକ୍ରି ବନ୍ଦ: କୁମ୍ଭକାରଙ୍କୁ ଘାରିଛି ପରିବାର ଚିନ୍ତା

ପୁରୀ ଅଫିସ,୨୮ା୩: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଶହଶହ ସଂଖ୍ୟାରେ ମୁଣ୍ଡ ନେଇ ଚାଲିଥିବା ଏହି ପ୍ରାଣଘାତୀ ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲାଗି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ବିବାହ,...

ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ

କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର...

ଗାଁ ମୁଣ୍ଡରେ ଲାଗିଲା ବାଉଁଶ: ବାହାର ଲୋକ ଆସିବା ମନା

ଗୋପ,୨୬ା୩(ଡି.ଏନ୍‌.ଏ.)- ଦେଶରେ ଲକଡାଉନ ଘୋଷଣା ପରେ ଗୋପ ବ୍ଲକର ୧୦୦ରୁ ଊଦ୍ଧର୍‌ବ ଗାଁ ମୁଣ୍ଡରେ ଯୁବକମାନେ ବାଉଁଶ ଧଡ଼ା ଲଗାଇ ଦେଇଛନ୍ତି। ଏହାସହ କୌଣସି ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। କାରଣ ଆମ ଗାଁରେ କରୋନା...

ଆଜିଠୁ ଇନ୍ଦିରା ମଇଦାନରେ ପିପିଲି ହାଟ

ପିପିଲି,୨୭ା୩(ସ୍ବ.ପ୍ର/ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ପିପିଲି ହାଟରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ପ୍ରଶାସନ ଏହି ପଦକ୍ଷେପ...

ସୁଦର୍ଶନଙ୍କ କରୋନା ସଚେତନତାକୁ ଜାତିସଂଘର ପ୍ରଶଂସା

ପୁରୀ ଅଫିସ, ୨୭ା୩: ବିଶ୍ୱରେ ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ଏହି ପ୍ରାଣଘାତୀ ଭୂତାଣୁକୁ କିପରି ରୋକାଯାଇପାରିବ ସେ ନେଇ ସବୁସ୍ତରରେ ଚିନ୍ତାପ୍ରକଟ କରାଯାଉଛି। ସଚେତନତା ହିଁ ଏହାର ମୁକାବିଲା ପାଇଁ ଏକମାତ୍ର ମାର୍ଗ ବୋଲି କୁହାଯାଉଛି। ତେଣୁ...

୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ...

ଲକ୍‌ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍‌ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ ଥିଲେ ମଧ୍ୟ ବାହାରେ ବୁଲାବୁଲି କରୁଛନ୍ତି। ଲକ୍‌ଡାଉନ ନିୟମ ଉଲ୍ଲଂଘନ କରିଥିବାରୁ ବୁଧବାର...

ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍‌ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର ଖୋଲାଯାଇଛି। ଆଇସୋଲେଶନ ସେଣ୍ଟରରେ ବେଡ୍‌...

ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ

ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍‌ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା ଫେରି ପାରୁନାହାନ୍ତି। ବହୁତ ହଇରାଣରେ ରହୁଥିବାବେଳେ ଉଦ୍ଧାର ପାଇଁ ଏକ ଭିଡିିଓ ମାଧ୍ୟମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri