ପୁରୀ

ମାନୁ ନାହାନ୍ତି କଟକଣା: ପେଟ୍ରୋଲ ଟାଙ୍କିରେ ଭତ୍ତା ବଣ୍ଟନ

ପୁରୀ ଅଫିସ,୨୫ା୩: ମହାମାରୀ କରୋନାକୁ ନେଇ ଏବେ ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ପ୍ରାଣଘାତୀ ଭୂତାଣୁ ବିଭିନ୍ନ ଦେଶକୁ ଡେଇଁ ଚାଲିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିିଛି। ଏହି ଭୂତାଣୁର କୌଣସି ଔଷଧ ବାହାରି ନ ଥିବାରୁ ଏହା...

ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ

ପୁରୀ ଅଫିସ,୨୫ା୩:  ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ମଙ୍ଗଳବାର ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର...

ବଜାରରେ ପୋଲିସ ପହରା: ରାସ୍ତାରେ ବୁଲିଲେ ଉଠାଇ ନେବାକୁ ଲୋକଙ୍କୁ ତାଗିଦ

ସାକ୍ଷୀଗୋପାଳ, ୨୫।୩(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ଭିଡ଼ ନ ଲଗାଇବାକୁ ପରାମର୍ଶ ଦିଆଯାଇଛି। ରାସ୍ତାରେ ବୁଲୁଥିବା ଓ...

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ, ତେଲ, ମାଛ, ଅଣ୍ଡା, ପରିବା ଓ ଔଷଧ ଦୋକାନ ବ୍ୟତୀତ ଅନ୍ୟ ସବୁ...

ଲକ୍‌ଡାଉନ୍‌କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍‌ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍‌

ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍‌ଡାଉନ୍‌କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍‌ଡାଉନ୍‌ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍‌କୁ...

ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ପୁରୀ ଅଫିସ,୨୪ା୩: ପୁରୀ ପେଣ୍ଠକଟାର ମତ୍ସ୍ୟଜୀବୀଙ୍କ ଭାତହାଣ୍ଡି ହେଉଛି ସମୁଦ୍ର। ସମୁଦ୍ରରୁ ମାଛ ମାରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ କରୋନା ଏବେ ସେମାନଙ୍କ ପାଇଁ ଦୁଃଖ ଆଣିଛି। ମାଛ, ମାଂସକୁ ନେଇ ଗୁଜବ, ପୁରୀର ହୋଟେଲ ଶିଳ୍ପରେ ତାଲା...

ଇନ୍ଦିରା ମଇଦାନକୁ ସ୍ଥାନାନ୍ତର ହେଲା ପିପିଲି ହାଟ

ପିପିଲି,୨୪ା୩(ସ୍ବ.ପ୍ର)- କରୋନା ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାର ସମସ୍ତ ହାଟ, ମେଳଣ, ବାହାଘର, ସଭାକୁ ରୋକ ଲାଗିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ବନ୍ଦ କରିଛନ୍ତିି। ହାଟର ବ୍ୟବସାୟୀ ଓ ଖାଉଟିଙ୍କ ସୁବିଧା ପାଇଁ ପିପିଲି...

ପିପିଲିରେ କାଉ ମଡ଼କ

ପିପିଲି,୨୪ା୩(ସ୍ବ.ପ୍ର/ ଡି.ଏନ୍‌.ଏ.)- ମହାମାରୀ କରୋନାକୁ ନେଇ ପିପିଲି ଅଞ୍ଚଳରେ ଲୋକେ ଭୟଭୀତ ଥିବାବେଳେ ସୋମବାର କେତେକ କାଉ ମରିପଡ଼ିଥିବା ଦେଖିବାକୁ ମିଳିଛି। ଗତ ୩ / ୪ଦିନ ଭିତରେ ଶହଶହ କାଉ ମରି ଚାରିଆଡ଼େ ପଡ଼ିଥିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି।...

ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍‌

ଗୋପ,୨୪।୩(ଡି.ଏନ୍‌.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ଲୋକେ ଲମ୍ବା ଲାଇନରେ ଛିଡ଼ା ହୋଇ ଅସନ୍ତୋଷ...

ହାଟ ବନ୍ଦ ପରେ ରାସ୍ତାରେ ବିକିିଲେ ଚାଷୀ

ଗୋପ,୨୪।୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବା ଲାଗି ସରକାର ସାମାଜିକ ଦୂରତ୍ୱ ରକ୍ଷା କରୁଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୋପ ବ୍ଲକ୍‌ର କେତେକ ହାଟକୁ ୧୪୪ ଧାରା ଜାରି କରାଯାଇଛି। ଏହାସତ୍ତ୍ୱେ ସୋମବାର ସ୍ଥାନୀୟ ନାଗପୁର ହାଟ ଚାଲିବା ନେଇ ଅଭିଯୋଗ ଆସିବା...

ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିଥିଲେ। କାର୍‌ ଯୋଗେ ଶଙ୍କରାଚାର୍ଯ୍ୟ ତାଙ୍କର ୧୪ଜଣ ଶିଷ୍ୟଙ୍କ ସହ...

ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri