ପୁରୀ

ହୋଟେଲ, ପାନ୍ଥନିବାସରେ କ୍ବାରାଣ୍ଟାଇନ ବ୍ୟବସ୍ଥା

ପୁରୀ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସହରସ୍ଥ ୨ଟି ଘରୋଇ ହୋଟେଲ ଏବଂ ପାନ୍ଥନିବାସରେ ପେଡ୍‌ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏହି ୨ଟି ହୋଟେଲ ହେଉଛି ସିଟି ରୋଡର ସାଗର ତରଙ୍ଗ ଏବଂ ବଳିଆପଣ୍ଡା...

ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା

ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ...

କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’

ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା ଯୁବକ। ଟଙ୍କା ରୋଜଗାର ଆଶାରେ ଦୀର୍ଘଦିନ ଧରି ଗାଁ ମାଟି ମାଡ଼ିି...

ଲକ୍‌ଡାଉନ୍‌କୁ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ

ପୁରୀ ଅଫିସ, ୨୩।୩: କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁରୀ ସହରକୁ ଲଗ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୋମବାର ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସହରବାସୀ ବିଭିନ୍ନ ସ୍ଥାନରେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପରିବା...

ପୁରୀ: ହୋଟେଲ ଶିଳ୍ପରେ ତାଲା

ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ ଫଳରେ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଛି ପୁରୀ। ଫଳରେ ଏହାର ପ୍ରଭାବ ହୋଟେଲ...

ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ

ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ...

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ...

ନାକଚଣା ସ୍ପର୍ଶରେ କାଳିଆର ଅନୁଭବ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ...

ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି...

ଜୀବନ ରକ୍ଷା ପାଇଁ ଲକ୍‌ଡାଉନ ଜରୁରୀ: ପୁରୀ ଜିଲାପାଳ

ପୁରୀ ଅଫିସ,୨୨।୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ୫ଟି ଜିଲା ଏବଂ ୮ଟି ସହରାଞ୍ଚଳରେ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଏହି ସହର ମଧ୍ୟରେ ପୁରୀ ରହିଛି। ଏହି ନିଷ୍ପତ୍ତି ବାସ୍ତବିକ କଷ୍ଟକର, କିନ୍ତୁ ଆମ ସମସ୍ତଙ୍କ...

ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି ଆଗକୁ ନ ବଢିବ ସେଥିଲାଗି ଦିନକୁ ଦିନ ନୂଆ ନୂଆ କଟକଣା ଲଗାଉଛନ୍ତି।...

ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା  ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri