ପୁରୀ

ମହାପ୍ରଭୁଙ୍କ ଦର୍ଶନ ନ ପାଇ ଫେରିଲେ ଭକ୍ତ

ପୁରୀ ଅଫିସ, ୨୧ା୩: ଖଁ। ଖଁ। ବଡ଼ଦାଣ୍ଡ, ଶୂନ୍‌ଶାନ୍‌ ବେଳାଭୂମି। ପ୍ରତ୍ୟେକ ଦିନ ଭକ୍ତ, ପର୍ଯ୍ୟଟକଙ୍କ ଗହଳିରେ ଫାଟି ପଡୁଥିବା ବଡ଼ଦାଣ୍ଡ ଶୁକ୍ରବାର ସମ୍ପୂର୍ଣ୍ଣ ଭିନ୍ନ ଦେଖାଯାଉଥିଲା। କଁ। ଭଁ। ଲୋକେ ଯା’ ଆସ କରୁଥିବାବେଳେ ଗାଡ଼ିମୋଟର ସଂଖ୍ୟା ବି...

ସ୍ୟାଣ୍ଡ ଆନିମେଶନରେ ନିର୍ଭୟା ଦୋଷୀଙ୍କ ଫାଶୀ

ପୁରୀ ଅଫିସ,୨୧ା୩: ଶେଷରେ ଫାଶୀଖୁଣ୍ଟରେ ଝୁଲିଛନ୍ତି ନିର୍ଭୟା ଦୋଷୀ। ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ ସିଂ, ଅକ୍ଷୟ ସିଂ, ବିନୟ ଶର୍ମା ଓ ପବନ ଗୁପ୍ତାଙ୍କୁ ଶୁକ୍ରବାର ସକାଳ ସାଢେ ୫ଟାରେ ଫାଶୀ ଦିଆଯାଇଛି।...

ଅଲାରନାଥ ମନ୍ଦିରରେ ଦର୍ଶନ ବନ୍ଦ

ବ୍ରହ୍ମଗିରି,୨୧ା୩(ଡି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣରୁ ରୋକିବା ପାଇଁ ସମସ୍ତଙ୍କୁ ସଚେତନତା କରାଇବା ସହ ବ୍ରହ୍ମଗିରିରେ ଥିବା ମହାପ୍ରଭୁ ଅଲାରନାଥ ମନ୍ଦିରରେ ଦର୍ଶନ ପାଇଁ କଟକଣା ଲଗାଯାଇଛି। ଏ ନେଇ ଶୁକ୍ରବାର ପ୍ରଶାସନ ତରଫରୁ ମନ୍ଦିରରେ ଦର୍ଶନ ବନ୍ଦ କରି...

ଧାନ ବିଲରେ ଫୁଟିଲା ପଦ୍ମ

କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ ଧାନ ବିଲରେ ପଦ୍ମ ଫୁଲ ଫୁଟିଥିବାର ଦେଖାଯାଇଛି। ତାହା ବି ପୁଣି ଗୋଟିଏ...

ଆଜିଠୁ ଦୋକାନ ଉପରେ କଟକଣା

ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍‌କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ପୁରୀ ଜିଲା ପ୍ରଶାସନ ଏହିସବୁ ନିର୍ଦ୍ଦେଶ କିପରି...

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ କରାଯାଇଛି। ୫.୭୫% ସୁଧହାରରେ ମହାପ୍ରଭୁଙ୍କ ଟଙ୍କା ଜମା କରାଯିବ ବୋଲି ଶୁକ୍ରବାର...

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ପାଳିଆ ସେବକ ଓ କର୍ମଚାରୀ ମାନେ ଦେବନିତୀ ସମ୍ପାଦନ ନିମନ୍ତେ ମନ୍ଦିରରେ...

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ ଆସିଥାନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ନିଜ ମନର କଥା ଗୁହାରି...

ବାଲୁକାକଳାରେ ସୁଦର୍ଶନଙ୍କ ‘ପଖାଳ ଦିବସ’ ବାର୍ତ୍ତା: ଘରେ ରହି ଉପଭୋଗ କରନ୍ତୁ

ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ ଏବେ ସହରବାସୀ ମଧ୍ୟ ପଖାଳ ମୋହରେ। ବିଶେଷକରି ୨୦୧୧ରୁ ପଖାଳ ଦିବସ ପାଳନ...

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ...

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି...

କରୋନା ମୁକାବିଲାକୁ ନେଇ ବଡ଼ ନିଷ୍ପତ୍ତି: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ/ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ଏଥିପାଇଁ କେବଳ ସେବାୟତମାନେ ହିଁ ମନ୍ଦିର ଭିତରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri