ପୁରୀ

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮...

ଭେସେଲ୍‌ରେ ଯିବେ ଏକ ତୃତୀୟାଂଶ ଯାତ୍ରୀ

ପୁରୀ ଅଫିସ,୧୯।୩: ଦିନକୁ ଦିନ ଆମ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପ୍ରାଣଘାତୀ ଭାଇରସ୍‌ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି...

ରାତି ୭ଟା ୪୫ରେ ଶ୍ରୀମନ୍ଦିର ବନ୍ଦ

ପୁରୀ ଅଫିସ,୧୯।୩: କରୋନା କଟକଣାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପରିଲକ୍ଷିତ ହେଉଛି। ବେଳାଭୂମିର ଉଠା ବ୍ୟବସାୟୀ ହୁଅନ୍ତୁ ଅବା ପର୍ଯ୍ୟଟକଙ୍କ ଉପରେ ନିର୍ଭର କରୁଥିବା ସହରର ବିଭିନ୍ନ କ୍ଷୁଦ୍ର ବ୍ୟବସାୟୀ ସମସ୍ତେ ଏକପ୍ରକାର ହାତ ବାନ୍ଧି ବସିଛନ୍ତି। ତେବେ କରୋନା...

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ ଆଉ ପୂର୍ବପରି ଗହଳି ଚହଳି ଜଣାପଡୁ ନାହିଁ। ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ପାଇଁ...

ୟେସ୍‌ ବ୍ୟାଙ୍କରୁ ଫେରି ଆସିବ ମହାପ୍ରଭୁଙ୍କ ଜମା ଟଙ୍କା

ପୁରୀ ଅଫିସ,୧୮।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ନେଇ ଗତ କିଛିଦିନ ଧରି ଯେଉଁ ବାଦବିବାଦ ଲାଗିରହିଛି, ସେଥିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ଗୁରୁବାର ୟେସ୍‌ ବ୍ୟାଙ୍କରୁ ସମସ୍ତ ୫୪୫ କୋଟି ଟଙ୍କା ଉଠାଯାଇ ଏକ ଜାତୀୟକରଣ ବ୍ୟାଙ୍କରେ...

ପୁରୀ ଛାଡ଼ିବେ ୧୫ ହଜାର ପର୍ଯ୍ୟଟକ

ପୁରୀ ଅଫିସ,୧୮ା୩: କରୋନାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଛି। ବିଶେଷକରି ପର୍ଯ୍ୟଟନ ଶିଳ୍ପ ଉପରେ ଏବେ ବଡ଼ କଟକଣା ଲଗାଇଛି। ପୁରୀର ସମସ୍ତ ହୋଟେଲ, ଲଜିଂ, ଧର୍ମଶାଳା, ହଲିଡେ ହୋମ୍‌ ଆଦିରେ ରହୁଥିବା ପର୍ଯ୍ୟଟକଙ୍କୁ ବୁଧବାର...

କୋଣାର୍କକୁ ମିଳିଲା ‘ଆଇକନିକ୍‌ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ରଙ୍କ ପ୍ରଶ୍ନର...

କେଳୁଣି ମୁହାଣ ନିକଟରେ ଜାହାଜର ସଫି

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା କେଳୁଣି ମୁହାଣ ନିକଟ କେଉଟଜଙ୍ଗା ଗ୍ରାମ ନିକଟ ସମୁଦ୍ର କୂଳରେ ମଙ୍ଗଳବାର ଭୋରୁ ଏକ ଜାହାଜର ସଫି ଲାଗିଥିଲା। ଏହା ଦେଖି ସ୍ଥାନୀୟ ଲୋକେ କୋଣାର୍କ ଥାନାକୁ ଖବର ଦେଇଥିଲେ। ଖବରପାଇ ଥାନାର ଏକଟିମ୍‌ ଯାଇ...

ଚନ୍ଦ୍ରଭାଗା ସମୁଦ୍ରକୂଳ ପର୍ଯ୍ୟଟକ ମୁକ୍ତ

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରାଯାଇଛି। ସକାଳେ ଗୋପ ତହସିଲଦାର ଓ କୋଣାର୍କ ଥାନାଧିକାରୀ ମିଳିତ ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪...

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା ଏହି ମାରାତ୍ମକ ଭୂତାଣୁର ମୁକାବିଲା ଲାଗି ରବିବାର ଶ୍ରୀମନ୍ଦିର ପାଇଁ କେତେକ...

ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର...

ପୁରୀ ବେଳାଭୂମି ଖାଲିକଲା ପୋଲିସ

ପୁରୀ ଅଫିସ,୧୬।୩: ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପୁରୀ ବେଳାଭୂମିକୁ ଖାଲିକରିଛି ପୋଲିସ। ବେଳାଭୂମିକୁ ନ ଯାଇ ପର୍ଯ୍ୟଟକମାନଙ୍କୁ ହୋଟେଲ ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ବେଳାଭୂମିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri