ପୁରୀ

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି...

ପରୀକ୍ଷାରେ ସଫଳତା ପାଇଁ ୨୧୦ କିମି ଦୌଡି ଜଗନ୍ନାଥଙ୍କ ଆଶୀର୍ବାଦ ଲୋଡିଲେ ଯୁବକ

ପୁରୀ ଅଫିସ, ୨୦।୨: ସେନାବାହିନୀରେ ଚାକିରୀ କରିବା ଲାଗି ଏକାଧିକଥର ପରୀକ୍ଷା ଦେଇ ବିଫଳ ହେଉଥିବା ଜଣେ ଯୁବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଲୋଡିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ରହିଲେ ସେ ନିଶ୍ଚିତ ସେନାବାହିନୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଏଭଳି ବିଶ୍ୱାସ...

ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍‌ ଦୀପ

ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି ବୃହତ୍‌ ଦୀପ ଜଳାଯାଇଛି। ଏହି ଦୀପ ଜାଗର ଯାତ୍ରା ମହାଦୀପ ଉଠିବା ପର୍ଯ୍ୟନ୍ତ...

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର...

ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ମାଟ୍ରିକ ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ର: ରାମଚଣ୍ଡୀ ଥାନାରେ ଅଭିଭାବକଙ୍କ ଅଭିଯୋଗ

କୋଣାର୍କ,୧୯।୨(ଡି.ଏନ୍‌.ଏ): ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ରାମଚଣ୍ଡୀ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଥାନା ଅନ୍ତର୍ଗତ ବାବା...

ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ଅଫିସ,୧୯।୨: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମହାପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରୁଛନ୍ତି ଭକ୍ତ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସକାଳ ସାଢ଼େ...

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ...

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ...

ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା: ୩ ଗିରଫ

ପୁରୀ ଅଫିସ, ୧୮ା୨: ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟ ଇନ୍ଦିରା ଭବନରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ମଙ୍ଗଳବାର କୁମ୍ଭାରପଡ଼ା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ଆନନ୍ଦ ସାହୁ (୨୫), କାଳିକାଦେବୀ ସାହିର ଆଲୋକ ସାହୁ (୨୫)...

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ଶ୍ରଦ୍ଧାଳୁ। ତେଣୁ...

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ...

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ କମିଟି ନେତାଙ୍କ ଆଗରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଲା ରକ୍ତାକ୍ତ ସଂଘର୍ଷ। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri