ପୁରୀ

ଅସନ୍ତୋଷ ପରେ ମାଟିମଣ୍ଡପ ସାହି ପାର୍କିଂ ଟେଣ୍ଡର ବାତିଲ

ପୁରୀ ଅଫିସ,୧୩।୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ମଧ୍ୟରେ ଥିବା ଏମାର ମଠର କେତେକ ଅଂଶ ଭଙ୍ଗା ଯାଇଥିଲା। ପରବର୍ତ୍ତୀ ସମୟରେ ସେଠାରେ ଲୋକେ ଦୁଇଚକିଆ ଯାନ ପାର୍କିଂ କରୁଥିଲେ। ଗତ ଫେବୃୟାରୀ ପହିଲାରୁ ମାଟିମଣ୍ଡପ ସାହି ଦୁଇଚକିଆ ପାର୍କିଂସ୍ଥଳ ନାମରେ...

ଶ୍ରୀବିଗ୍ରହଙ୍କ ଚିତାଲାଗିରେ ତ୍ରୁଟି

ପୁରୀ ଅଫିସ,୧୩ା୨: ଶ୍ରୀବିଗ୍ରହଙ୍କ ଶ୍ରୀମସ୍ତକରେ ଲାଗିଥିବା ଚିତାରେ ରହିଛି ତ୍ରୁଟି। ସେବାୟତଙ୍କ ଖାମଖିଆଲି ଯୋଗୁ ଏପରି ହୋଇଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଶ୍ରାବଣ ମାସ ଅମାବାସ୍ୟା ତିଥିରେ ପରମ୍ପରା ଅନୁଯାୟୀ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରେ ପୂର୍ବରୁ ଖୋଲା ଯାଇଥିବା ଦୁର୍ମୂଲ୍ୟ...

ପ୍ରାକୃତିକ ବିପର୍ଯ୍ୟୟ, ଐତିହ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ପାଇଁ ରାମଚଣ୍ଡୀରେ ବିଶ୍ୱସ୍ତରୀୟ ମକ୍‌ଡ୍ରିଲ୍‌: ସାମିଲ ହେଲେ ୭ ଦେଶର ପ୍ରତିନିଧି

କୋଣାର୍କ,୧୨।୨(ଡି.ଏନ୍‌.ଏ.)- ବୁଧବାର ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ବିଶ୍ୱସ୍ତରୀୟ ମକଡ୍ରିଲ କୋଣାର୍କ ରାମଚଣ୍ଡୀଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଓ ଏନ୍‌ଡିଆର୍‌ଏଫ୍‌ ଡିଜି ଯୋଗଦେଇ ଉଦ୍‌ଘାଟନ କରିଥିଲେ। ବିଶ୍ୱ ତାପମାତ୍ରା ବଢିବା ଏବଂ ଜଳବାୟୁ ପରିବର୍ତ୍ତନ ଲାଗି ବିଭିନ୍ନ ସମୟରେ ବାତ୍ୟା,...

ଘରୋଇ ବସ୍‌ରେ ବାର୍ଷିକ ଯାଉଛନ୍ତି ୨୦.୪୪ କୋଟି ଯାତ୍ରୀ

ପୁରୀ ଅଫିସ, ୧୨।୨:ଯାତ୍ରୀ ପରିବହନ ଏକ ସେବା। ବସ୍‌ ମାଲିକମାନେ ଏହିଭଳି ଏକ ସେବା ଯୋଗାଇ ଆସୁଛନ୍ତି। ଓଡ଼ିଶାର ଘରୋଇ ବସ୍‌ଗୁଡ଼ିକ ବର୍ଷକ ମଧ୍ୟରେ ୨୩୩ କୋଟି ୬୦ ଲକ୍ଷ କିଲୋମିଟର ଯାତ୍ରା କରି ୨୦.୪୪ କୋଟି ଯାତ୍ରୀ ପରିବହନ...

ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ...

ମାର୍ଚ୍ଚ ୧୧ରେ ଭାରତ ସ୍ବାଧିନତାର ଆଦ୍ୟ ଦୁନ୍ଦୁଭି ସ୍ମାରକୀ ଯାତ୍ରା

ପୁରୀ ଅଫିସ,୧୧।୨: ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ଆନୁକୂଲ୍ୟରେ ଭାରତୀୟ ସ୍ବାଧୀନତା ସଂଗ୍ରାମୀର ଆଦ୍ୟ ଦୁନ୍ଦୁଭି ଦ୍ବିତୀୟ ସ୍ମାରକୀ ଯାତ୍ରା ପ୍ରସ୍ତୁତି ବୈଠକ ମଙ୍ଗଳବାର ଭକ୍ତ ସାଲବେଗ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାପତି ଦିବାକର ମହାନ୍ତିଙ୍କ ସଭାପତିତ୍ୱରେ...

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ଗିରଫ

ପୁରୀ ଅଫିସ, ୧୧ା୨: ଗତ କିଛିଦିନ ଧରି ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଥିଲା। ଲୁଟେରାମାନଙ୍କୁ ଧରିବାକୁ ପୋଲିସ ଜାଲ ବିଛାଇଥିଲା। ସୋମବାର ପୁରୀ ପୋଲିସ ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ସଦସ୍ୟଙ୍କୁ ଗିରଫ...

ପୁରୀ ସଦର ଥାନା ଏଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ, ୧୧ା୨(ଡି.ଏନ.ଏ): ରାଜ୍ୟରେ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛନ୍ତି। ଗତ ଗାନ୍ଧୀ ଜୟନ୍ତୀଠାରୁ ଏହାକୁ କାର୍ଯ୍ୟକାରୀ କରାଯାଇଛି। ପୋଲିସ ବିଭାଗରେ ସ୍ବଚ୍ଛତା ଓ ଜନତାଙ୍କ ସହ ସୁସମ୍ପର୍କ ସ୍ଥାପନ...

ନିଷ୍ପତ୍ତି ନେଲାନି ବାସ୍ତବ ରୂପ

ପୁରୀ ଅଫିସ,୧୦।୨: ପୁରୀ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଫେରିବାବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଆବିର୍ଭାବ ସହିତ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ବିଷୟରେ ଅବଗତ ହେବେ। ଏଥିସହ ଗୋଟିଏ ଜାଗାରୁ ଜାଣିବେ ଶ୍ରୀମନ୍ଦିର ନିର୍ମାଣ, ଦାରୁବ୍ରହ୍ମଙ୍କ ସଂସ୍ଥାପନ, ମହାପ୍ରଭୁଙ୍କ ଯାନିଯାତ୍ରା, ବେଶ...

ଭଙ୍ଗା ଆମ୍ବୁଲାନ୍ସରେ ରୋଗୀ ସେବା

ଗୋପ, ୯ା୨(ଡିି.ଏନ୍‌.ଏ): ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଘଟିଛି। ଏପରି କି ଭଙ୍ଗା ଦଦରା ୧୦୮ ଆମ୍ବୁଲାନ୍ସରେ ରୋଗୀଙ୍କୁ ନିଆଯାଉଛି। ଏଥିଯୋଗୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୁବ୍‌ଶୀଘ୍ର...

ବାବୁସାନ ଶ୍ରେଷ୍ଠ ଅଭିନେତା, ଭୂମିକା ଶ୍ରେଷ୍ଠ ଅଭିନେତ୍ରୀ

ପୁରୀ ଅଫିସ, ୯ା୨: ୱିନିଂ ଏବଂ ସ୍ପୋର୍ଟିଂ କ୍ଲବ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗୋଲ୍ଡେନ ବିିଚ୍‌ରେ ଦୁଇଦିନିଆ ୧୫ତମ ଓଡ଼ିଆ ଫିଲ୍ମ ଓ ଟିଭି ଆୱାର୍ଡ ଶୋ’ ଟାଇମ୍‌ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମିଷ୍ଟର ମଜ୍‌ନୁ ଚଳଚ୍ଚିତ୍ର ଲାଗି ବାବୁସାନ୍‌...

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରିବେ। ଏହି ବେଶ ଥାଇ ମହାପ୍ରଭୁଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri