ରତ୍ନଭଣ୍ଡାର ଚାବିକୁ ନେଇ ହଟିନି ଦ୍ୱନ୍ଦ୍ୱ
ପୁରୀ,୧୫ା୭(ଅଜିତ ମହାନ୍ତି): ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରେ ପୂର୍ବରୁ ରହିଥିବା ୩ଟି ଚାବିକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧିକୃତ ବ୍ୟକ୍ତିଙ୍କୁ ପ୍ରଦାନ କରିଥିଲେ। ତେବେ ସେହି ୩ ଚାବିରେ ରତ୍ନଭଣ୍ଡାର ତାଲା ଖୋଲି...