ପୁରୀ

କାଳୀ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୫।୨(ଡି.ଏନ୍‌.ଏ.): ପ୍ରସିଦ୍ଧ ତନ୍ତ୍ର ପୀଠ ପୁରୀ ଜିଲା ସତ୍ୟବାଦୀ ଥାନା ବୀରଗୋବିନ୍ଦପୁର ଗ୍ରାମର ମା’ ଦକ୍ଷିଣକାଳୀ ପୀଠରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଗ୍ରୀଲ ତାଲାଭାଙ୍ଗି କେହି ଦୁର୍ବୃତ୍ତ ମନ୍ଦିରରେ କଳାକନା ବୁଲାଇ ମା’ଙ୍କ ସୁନା, ରୁପା ଅଳଙ୍କାର...

ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ...

ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ

ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍‌ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ବେଷ୍ଟ ନ୍ୟାଶନାଲ କଷ୍ଟ୍ୟୁମ ଏବଂ ଟପ୍‌ ମଡେଲର ମୁକୁଟ ପିନ୍ଧିଛନ୍ତି ପୁରୀର ୫ବର୍ଷୀୟା...

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର କରୁଥିବାରୁ...

ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ...

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ କୋକେଇ କାନ୍ଧେଇ ମଶାଣି ଅଭିମୁଖେ ଚାଲୁଥିଲେ। ଏବେ ସେ ଦୃଶ୍ୟ ଆଗଭଳି ଆଉ...

ଚନ୍ଦ୍ରଭାଗାରେ ମାଘବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ,୧।୨(ଡି.ଏନ୍‌.ଏ.): ମାଘ ସପ୍ତମୀ ଉପଲକ୍ଷେ ଶନିବାର ପବିତ୍ର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏଥିସହ ମହୋଦଧି କୂଳରେ ସୂର୍ଯ୍ୟପୂଜା କରିବା ସହ ସୂର୍ଯ୍ୟଦର୍ଶନ କରିଥିଲେ। ପରେ କୋଣାର୍କ ଆସି ନବଗ୍ରହଙ୍କ ପୀଠରେ ପୂଜାର୍ଚ୍ଚନା କରି ହୋମଯଜ୍ଞ...

ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ...

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ...

ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ

କୋଣାର୍କ,୩୧।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ ନିମନ୍ତେ ଡ୍ରେନେଜ ବିଭାଗ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯିବା ସହ ବ୍ଲିଚିଂ...

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ...

ପୁରୀରେ ସିଏଏ ସମର୍ଥନରେ ଶୋଭାଯାତ୍ରା

ପୁରୀ ଅଫିସ,୩୦ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି। କେଉଁଠି ଆନ୍ଦୋଳନ ହିଂସା ରୂପ ନେଇ ପୋଡାଜଳା ହେଉଛି ତ ପୁଣି କେଉଁଠି ଭଙ୍ଗାରୁଜା ଏବଂ ପୋଲିସ ଲାଠିମାଡ଼ କରୁଛି । ସେହିପରି ସିଏଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri