ପୁରୀ

ପୁରୀର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ: ନିଜକୁ ଭାରତୀୟ ଭାବେ ଗର୍ବ କରିବା ଉଚିତ

ପୁରୀ ଅଫିସ,୨୬।୧: ରାଜ୍ୟବ୍ୟାପୀ ୭୧ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହେଉଥିବା ବେଳେ ରବିବାର ପୁରୀ ଜିଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲା କଂଗ୍ରେସ ପକ୍ଷରୁ ସିଂହଦ୍ବାର ନିକଟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲା...

ପୁରୀ ଜିଲା ବିଜେଡି-ଭାଜପା ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ ଅଫିସ,୨୬।୧: ପୁରୀ ଜିଲା ବିଜୁ ଜନତା ଦଳ ପକ୍ଷରୁ ସିଂହଦ୍ବାର ଏମାର ଚକଡା ମଙ୍ଗୁ ମଠ ସମ୍ମୁଖରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...

ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା

ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ମଧ୍ୟାହ୍ନରେ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କ୍ଲାସ୍‌ ନେବାକୁ ଯାଇଥିଲେ। ପାଠ...

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍‌ରେ ସମୁଦାୟ ୫୩ ଖଣ୍ଡ କାଠ ଆସିଥିବା ଜଣାପଡ଼ିଛି। ଏଥିରେ ୨୦ ଫୁଟିଆ...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। କୋଣାର୍କରେ ଚାଲିଥିବା ଇକୋ ରିଟ୍ରିଟ୍‌ ବୈଠକରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏହା...

ଭକ୍ତଙ୍କ ବିଶ୍ୱାସ ସହ ଖେଳ: ଅଙ୍ଗାର ପରେ ଚାଉଳ, ପନିପରିବା ମାନକୁ ନେଇ ଉଠିଲା ପ୍ରଶ୍ନ

ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ ଅଭିଯୋଗ ଉଠିଥିଲା। ପରବର୍ତ୍ତୀ ସମୟରେ ଏହାକୁ ସୁଆର ସେବକ ଏବଂ ଶ୍ରୀମନ୍ଦିର...

ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ ପୁରୁଷବର୍ଗରେ ମୁକୁନ୍ଦ ବାନରା ଚାମ୍ପିଅନ ହୋଇଛନ୍ତି। ତାଳବଣିଆସ୍ଥିତ ଜିଲା ସ୍ପୋର୍ଟସ କମ୍ପ୍ଲେକ୍ସରୁ କ୍ରୀଡ଼ାମନ୍ତ୍ରୀ...

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଛନ୍ତି। ଏ ନେଇ ପୋଲିସ ନିଜଆଡ଼ୁ...

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...

ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ...

ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ...

୩୦ ଗ୍ରାମ ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୨୨ା୧: ପୁରୀ ଅବକାରୀ ପୋଲିସ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରୁ ଜଣେ ଯୁବକଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଗିରଫ କରିଛି। ସେ ହେଲେ ଡେଲାଙ୍ଗ ଥାନା ଅଞ୍ଚଳର ସେବକ ସାହୁପଡ଼ାର ଗଗନ ସାହୁ (୨୭)। ତାଙ୍କଠାରୁ ୩୦ଗ୍ରାମ ବ୍ରାଉନସୁଗାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri