ପୁରୀ

ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ

ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର...

ପ୍ଲାଷ୍ଟିକ ଆବର୍ଜନା ପରିଚାଳନା:ସର୍ବଭାରତୀୟ ସ୍ତରରେ ପୁରୀ ପୁରସ୍କୃତ

ପୁରୀ ଅଫିସ,୧୩ା୧: ପୁରୀକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ‘ମୋ ବିଚ୍‌’ ହେଉ ଅବା ‘ମୋ ପୁରୀ ସ୍ବଚ୍ଛ ପୁରୀ’ ଭଳି କାର୍ଯ୍ୟକ୍ରମ ପାଇଁ ଧୀରେ ଧୀରେ ଜାତୀୟସ୍ତରରେ...

ଜାତୀୟ ଯୁବ ଦିବସ: ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ପୁରୀ ଅଫିସ,୧୨।୧: ଜାତୀୟ ଯୁବ ଦିବସ ଅବସରରେ ଦିଗବାରେଣୀ ଖୁଣ୍ଟିଠାରେ ଥିବା ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ରବିବାର ପୂର୍ବାହ୍ନରେ ମାଲ୍ୟାର୍ପଣ କରାଯାଇଛି। ଭାରତ ବିକାଶ ପରିଷଦ, ପୁରୀ ସେବାସମିତି, ରାମକୃଷ୍ଣ ମିଶନ, ନେହେରୁ ଯୁବକେନ୍ଦ୍ର, ମିଶନ ଓଡ଼ିଶା, ପୂଜ୍ୟପୂଜା ସଂସଦ, ଭାରତୀୟ...

ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ ୨ ଜଣ ମହିଳା ରୋଗୀଙ୍କ ସହ ୩ ଜଣ ଆହତ ହୋଇଛନ୍ତି। ଆହତମାନେ...

ନିଜ ମାତୃଭାଷା ସ୍ବର୍ଗଠାରୁ ମହାନ

ପୁରୀ ଅଫିସ, ୧୨ା୧: ଆଦିକବି ସାରଳା ଦାସ ସମ୍ମିଳନୀ ଅବସରରେ ଶ୍ରୀକ୍ଷେତ୍ରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରୁ ମାଉସୀମା ଛକ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରା ହୋଇଥିଲା। ଉପଜିଲାପାଳ ଭବତାରଣ ସାହୁ ଓ ଟ୍ରାଫିକ ଡିଏସ୍‌ପି...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୧୨ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଣ୍ଠିକୁ ଏକ ଘରୋଇ ବ୍ୟାଙ୍କରେ ରଖାଯିବା ଘଟଣାକୁ ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ...

ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ

ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ ସାରି ପ୍ରାୟଶ୍ଚିତ୍ତ କରିଛନ୍ତି। ଅଭିନୟରେ ଭଗବାନ କୃଷ୍ଣ ବଳାରାମଙ୍କ ଉଦ୍ଦେଶ୍ୟରେ...

ଐତିହ୍ୟକୁ ଭୁଲିଲେ, ସଂସ୍କୃତି ହଜିଯିବ

ପୁରୀ ଅଫିସ,୧୨।୧ : ପ୍ରାଚୀନ କାଳରୁ ଶ୍ରୀକ୍ଷେତ୍ରର ନାମ ପୁରୁଷୋତ୍ତମ କ୍ଷେତ୍ର ବୋଲି ରହିଛି। ଏପରିକି ପୁରୀର ୪୨ଟି ନାମ ରହିଛି। ପ୍ରତ୍ୟେକ ନାମ ପଛରେ ଏକ ଇତିହାସ ରହିଛି। ତୀର୍ଥରାଜ ମହୋଦଧି, ୪ ପୁଷ୍କରିଣୀ, ପ୍ରାଚୀନ ମଠ ସଂସ୍କୃତି,...

ବିନା ପଞ୍ଜିକୃତ ସଫେଇ ଗାଡ଼ିରୁ ଜରିମାନା ଆଦାୟ

ପୁରୀ ଅଫିସ,୧୨ା୧: ବିନା ପଞ୍ଜୀକରଣରେ ଅଳିଆ ନେଉଥିବା ଏକ ସଫେଇ ଗାଡ଼ିରୁ ପୁରୀ ପୌରସଂସ୍ଥା ଏନଫୋର୍ସମେଣ୍ଟ ସ୍କ୍ବାଡ ଜରିମାନା ଆଦାୟ କରିଛି। ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ପୂର୍ବରୁ ଏକାଧିକ...

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗାଗଲା ରମାମଣି ଲଜ୍‌

ପୁରୀ ଅଫିସ,୧୨ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜୋର୍‌ ଧରିଛି ଉଚ୍ଛେଦ ଅଭିଯାନ। ପ୍ରଶାସନ ପକ୍ଷରୁ ଶୁକ୍ରବାର ଉତ୍ତର ଏବଂ ପଶ୍ଚିମ ଦ୍ୱାର ନିକଟରେ ୬ଟି ଘରୋଇ ପ୍ଲଟ ଭଙ୍ଗାଯାଇଥିବାବେଳେ ଶନିବାର ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଉଚ୍ଛେଦ କରାଯାଇଛି।...

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍‌ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପରିଚାଳନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri