ପୁରୀ

ରେବେସା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ଉତ୍ତର ଦ୍ୱାର ନିକଟରେ ଥିବା ରେବେସା ମଠ ଉଚ୍ଛେଦ କାର୍ଯ୍ୟ ପ୍ରଶାସନ ଆରମ୍ଭ କରିଛି...

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧୦ା୧: ଶୁକ୍ରବାର ପବିତ୍ର ପୌଷ ପୂର୍ଣ୍ଣମୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ହେବ। ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ...

୫-ଟି ସଚିବଙ୍କ ଅଚାନକ କୋଣାର୍କ ପରିଦର୍ଶନ

କୋଣାର୍କ,୯।୧(ଡି.ଏନ୍‌.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍‌ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର ଅଚାନକ କୋଣାର୍କ ପରିଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୋଣାର୍କର ପାରିପାଶର୍‌ବିକ ବିକାଶ...

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଏହି ଗଣନା କରାଯାଇଛି। ଟିମ୍‌...

ସଫ୍ଟଓ୍ବେର ଇଞ୍ଜିନିୟର ଦେବାଶିଷ ପାଇଲେ ଓଏଏସ୍‌: ଉତ୍ତମ ପ୍ରଶାସନିକ ସେବା ଯୋଗାଇ ଦେବା ଲକ୍ଷ୍ୟ

କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇଦେବା। ସେ ୩ ବର୍ଷ ଧରି ବାଙ୍ଗାଲୋରରେ ସଫ୍ଟ୍ଟଓ୍ବେର ଇଞ୍ଜିନିୟର ଭାବେ...

ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ ସିପିଆଇ ନେତା ମନୋଜ କୁମାର ପରିଡ଼ା, ପବିତ୍ର କୁମାର ଦାସ ଯୋଗ ଦେଇ...

ଭାରତ ବନ୍ଦକୁ ସମର୍ଥନ: ସତ୍ୟବାଦୀରେ ଅଙ୍ଗନଓ୍ବାଡି କର୍ମୀ ସଂଘର ଧାରଣା

ସାକ୍ଷୀଗୋପାଳ, ୮।୧(ଡି.ଏନ୍‌.ଏ.)- ଟ୍ରେଡ୍‌ ୟୁନିୟନର ଭାରତ ବନ୍ଦ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ସତ୍ୟବାଦୀ ଶାଖାର ଶତାଧିକ କର୍ମୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସେମାନେ କାର୍ଯ୍ୟ ବନ୍ଦ କରିବା ସହ ସ୍ଥାନୀୟ...

ଭାରତ ବନ୍ଦ: ପୁରୀରେ ଆଶିଂକ ପ୍ରଭାବ

ପୁରୀ ଅଫିସ୍‌, ୮।୧: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ପୁରୀରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ସକାଳେ ଦୁଇଟି ପାସେଞ୍ଜର ଟ୍ରେନକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହ ବସଷ୍ଟାଣ୍ଡରେ...

ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ

ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ...

ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍‌

ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି...

ବସ୍‌କୁ ଧକ୍କା ଦେଲା କାର୍‌: ୩ ଗୁରୁତର

ପୁରୀ ଅଫିସ, ୭ା୧: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ମାଳତିପାଟପୁର ଛକରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ବସ୍‌କୁ ପଛପଟୁ କାର୍‌ ଧକ୍କା ଦେବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କଟକର ବିନୋବା...

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri