ପୁରୀ

ଆସୁଛି ନୂଆବର୍ଷ: ପୁରୀ ପ୍ୟାକ୍‌, ହୋଟେଲରେ ମିଳୁନି ରୁମ୍‌; ଜମିଲାଣି ପର୍ଯ୍ୟଟକଙ୍କ ଗହଳି

ପୁରୀ ଅଫିସ, ୨୯ା୧୨: ଆସୁଛି ନୂଆବର୍ଷ। ଏଥିପାଇଁ ପର୍ଯ୍ୟଟନ ସହର ପୁରୀରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସହରର ବିଭିନ୍ନ ହୋଟେଲ, ଲଜିଂ, ମଠ, ଧର୍ମଶାଳା ପ୍ୟାକ୍‌ ହୋଇଗଲାଣି। ଏବେ ଆଉ ପ୍ରାୟତଃ କେଉଁଠି ରୁମ୍‌ ମିଳୁନାହିଁ। ସରକାରୀ...

ଅଡ଼ୁଆରେ ପୁରୀ ପୋଲିସ: ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ପୋଡ଼ିବା ପାଇଁ ଅନୁମତି, ମୃତକଙ୍କ ନାଁରେ ନିଖୋଜ ଅଭିଯୋଗ ଆଣିଲେ ସ୍ତ୍ରୀ

ପୁରୀ ଅଫିସ, ୨୯ା୧୨: ପୁରୀ ସହରରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ ଥାନାରେ ହୋଇଛି ନିଖୋଜ ଅଭିଯୋଗ। ଏକ ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ସ୍ବର୍ଗଦ୍ୱାରରେ ପୋଡ଼ିବା ଲାଗି ଅନୁମତି ଦେଇ ଅଡୁଆରେ ଫସିଛି ପୋଲିସ।...

ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍‌

ଗୋପ, ୨୮ା୧୨(ଡିି.ଏନ୍‌.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ହେଲେ କୋଣାର୍କ ଥାନା ଅଧୀନ ଖରାଗାଁ...

ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ

ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ତାଙ୍କୁ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସନିକ...

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ...

ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ

ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍‌ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ ଋତୁରେ ଡଲ୍‌ଫିନଙ୍କ ଉପସ୍ଥିତି ନିଶ୍ଚିତ ପର୍ଯ୍ୟଟକମାନଙ୍କ ପାଇଁ ଖୁସି ଖବର। ସବୁଠୁ...

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା...

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ କରାଯାଇଥିଲା। ଧଳା ଧୋତି ଓ ଉତ୍ତରୀୟ ପରିଧାନ କରି ଠାକୁରଙ୍କ ତଡ଼ପ...

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ ୭୦ ପ୍ରତିଶତ ସରିବାକୁ ବସିଥିବାବେଳେ ସରକାର ଓଡ଼ିଶା ଜରୁରିକାଳୀନ ପାଣ୍ଠି(ଓସିଏଫ୍‌)ରୁ ୩୦୦...

ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ...

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri