ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା...