ପୁରୀ

ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍‌ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ...

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ...

ପ୍ରେମରେ ବିଫଳ ହେବା ପରେ ଲାଇଭ ଭିଡିଓ କରି ଛାତ୍ରଙ୍କ ଆତ୍ମହତ୍ୟା

ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍‌ଏସ୍‌)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ପାକଶାସ୍ତ୍ରୀ ପ୍ରଥମ ବର୍ଷ ଛାତ୍ର ଆଶିଷ କୁମାର ଷଡଙ୍ଗୀ(୧୬)। ତାଙ୍କ ଘର...

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣା ଦିଆଯାଇଛି। ଦାବି ପୂରଣ ନ ହେବା...

ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ

ନିମାପଡ଼ା,୨୭-୧୧(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଓ କେତେଜଣ ଗ୍ରାମବାସୀ କହିଛନ୍ତି।...

୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା ଦାୟିତ୍ୱରେ ରହିଛି। ଏ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ପଥର ଆଖଡ଼ା...

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି...

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ ସ୍ବାଗତ ଜଣାଇ ଶ୍ରୀଜଗନ୍ନାଥ ସେନା ପୁରୀରୁ ଭାଇଚାରାର ବାର୍ତ୍ତା ଦେଇଥିଲା। ବଡ଼ଦାଣ୍ଡସ୍ଥିତ ଭକ୍ତ...

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ...

ଦୀପଦାନ କଲେ ମହାପ୍ରଭୁ

ପୁରୀ ଅଫିସ, ୨୬ା୧୧: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଦେବ ଦୀପାବଳି ଉତ୍ସବ। ସୋମବାର ମାର୍ଗଶିର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସତ୍ୟଯୁଗୀୟ ମାତାପିତା ଅଦିତୀ ଓ କଶ୍ୟପଙ୍କୁ ଦୀପଦାନ କରିଛନ୍ତି। ସନ୍ଧ୍ୟାଧୂପ ନୀତି ପରେ ଭଣ୍ଡାର ମେକାପ ସିଂହାସନ...

ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପୁରୀ ଜିଲାପାଳ ନିର୍ଦ୍ଦେଶ ମାନି ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri