ପୁରୀ

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ ସମ୍ମିଳନୀ; ହକ୍‌ ମାଗିବା ଭିକ୍ଷା ନୁହେଁ: ମେଧା

ପୁରୀ ଅଫିସ, ୨୪।୧୧: ବର୍ତ୍ତମାନ ସରକାରଙ୍କ ବିଦେଶୀକରଣ ଓ କମ୍ପାନୀକରଣ ପ୍ରୀତି ଚାଲିଛି, ଯାହାକି ଏକ ସୁସ୍ଥ ସମାଜ ପାଇଁ ଠିକ୍‌ ନୁହେଁ। ଏହାକୁ ପରିତ୍ୟାଗ କରି ଗ୍ରାମୀଣ ବିକାଶ ପ୍ରତି ଗୁରୁତ୍ୱ ଦେବାକୁ ହେବ। ଏଥିଲାଗି ଆମ ଶକ୍ତିକୁ...

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଗୋପ...

ଫନୀ ଘରଭଙ୍ଗା ସହାୟତା ସାନି ତଦନ୍ତ ଭୟ

ବ୍ରହ୍ମଗିରି,୨୩ା୧୧(ଡି.ଏନ୍‌.ଏ.): ଫନୀରେ ବ୍ରହ୍ମଗିରି ବ୍ଲକରେ ବିଶେଷ କ୍ଷୟ କ୍ଷତି ହୋଇଥିଲା। ଏଥିରେ ବ୍ରହ୍ମଗିରି ବ୍ଲକରେ ଅନେକ ଘରଦ୍ୱାର ଭାଙ୍ଗିଯାଇଥିଲା ଏନେଇ ମୁଖ୍ୟମନ୍ତ୍ରୀ ଘରଭଙ୍ଗା ସହାୟତା ଘୋଷଣା କରିଥିଲେ। ଫନୀରେ ଫୁଲ୍‌ ଡ୍ୟାମେଜ ହିତାଧିକାରୀଙ୍କୁ ୯୫ହଜାର ସହାୟତା ରାଶି ଦିଆଯିବାନେଇ ପ୍ରଶାସନ...

ପଞ୍ଚସଖା ସ୍ମୃତି ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ ମଧ୍ୟରେ ଓଡିଆ ଜାତିର ଜନ ନାୟକ ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁ ଦାସ,...

ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ ପ୍ରାର୍ଥୀମାନେ ଡୋର ଟୁ ଡୋର କାମ୍ପେନିଂ କରିବାରେ ଲାଗିପଡିଥିବା ଦେଖାଯାଇଛି। ଚଳିତ ନିର୍ବାଚନରେ...

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ ଗଣେଶ୍ୱରପୁର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଜାଣିବାକୁ ପାଇଥିଲେ। ଫଳରେ...

ସିଂହଦ୍ୱାର ସମ୍ମୁଖ ଭିଡିଓ ଭାଇରାଲ: ମହିଳା ଭକ୍ତ-ପୋଲିସ ଧସ୍ତାଧସ୍ତି

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଘଟିଛି ଏକ ଅଭାବନୀୟ ଘଟଣା। ଆଉ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛିି। କେତେଜଣ ମହିଳା ଭକ୍ତ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଡ ଡେଇଁ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ: ୫୫ ଘରୋଇ ପ୍ଲଟର ସରିଛି ବିକ୍ରି କବଲା

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ଚାଲିଛିି। ଏହି ଜୋନ ମଧ୍ୟରେ ସମୁଦାୟ ୩୬୬ ପ୍ଲଟ ମଧ୍ୟରୁ ୧୮୫ ଘରୋଇ ପ୍ଲଟ ରହିଛିି। ଏହି ଘରୋଇ ପ୍ଲଟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୫ ପ୍ଲଟ ସେଲ୍‌ଡିଡ୍‌...

ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ :  ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅମରେଶ...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ ଆସିବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ। ନିଆଳିର ମାଧବାନନ୍ଦଜୀଉ ମହାପ୍ରଭୁଙ୍କ...

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଠାକୁରଙ୍କୁ ନୂଆ ଲାଗି କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri