ପୁରୀ

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳର ସ୍ମୃତି ରଞ୍ଜନ ବଳିୟାର ସିଂ। ଜାମିନ...

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ

ପୁରୀ ଅଫିସ/କୋଣାର୍କ(ଡି.ଏନ୍‌.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରାଯିବା ଲକ୍ଷ୍ୟ ନେଇ ମେରାଇନ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ର ପରିକଳ୍ପନା...

ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ ଠିକା କର୍ମଚାରୀମାନେ ସିଡିଏମ୍‌ଓ ଅଫିସ ଗେଟ୍‌ରେ ତାଲା ପକାଇ ବିରୋଧ କରିଥିଲେ।...

ମହାପ୍ରଭୁଙ୍କ ପାଇଁ ଆସିଲା ପୋଢୁଆଁ ଭାର

ପୁରୀ ଅଫିସ, ୧୯ା୧୧: ବୁଧବାର ପ୍ରଥମାଷ୍ଟମୀ। ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଅନ୍ୟପକ୍ଷେ ମଙ୍ଗଳବାର ସନ୍ଧ୍ୟାରେ ନିଆଳି ମାଧବ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ତେବେ ଏହାକୁ ନେଇ ଏବେ ଦ୍ୱିମତ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପୁଣି ଜମି ହସ୍ତାନ୍ତର କଲେ ୩ ପରିବାର

ପୁରୀ ଅଫିସ, ୧୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଛନ୍ତି। ପୂର୍ବରୁ ୪୫ଟି ପ୍ଲଟ ସରକାର କିଣିସାରିଥିବା ବେଳେ ସୋମବାର ଆହୁରି ୩ ପରିବାର ଜମି ହସ୍ତାନ୍ତର...

ଶଙ୍କରାଚାର୍ଯ୍ୟଙ୍କ ପ୍ରତି ନରସିଂହଙ୍କ ମନ୍ତବ୍ୟ ପ୍ରସଙ୍ଗ

ପୁରୀ ଅଫିସ,୧୯ା୧୧: ପୁରୀ ଗୋବର୍ଦ୍ଧନ ମଠାଧୀଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପ୍ରତି ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ କଟୁ ମନ୍ତବ୍ୟର ଜବାବ ରଖିଛନ୍ତି ଗୋବର୍ଦ୍ଧନ ମଠର ମୁଖପାତ୍ର ମନୋଜ ରଥ। ସେ କହିଛନ୍ତି,...

ଖୋଲିପାରେ ଭିତର ରତ୍ନଭଣ୍ଡାର

ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ପରେ ଏହି ପ୍ରସଙ୍ଗ ଏବେ ଜୋର୍‌ ଧରିଛି।...

ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା...

ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ ମାସ ପରେ ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବଦେବୀ ମନ୍ଦିର ଦର୍ଶନ କରିବା ସହ...

ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ

ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି । ବିଭିନ୍ନ ସମସ୍ୟାରେ ପଡ଼ି ଥାନାକୁ ଆସୁଥିବା ଲୋକଙ୍କୁ ସହଯୋଗ କରିବା ଲକ୍ଷ୍ୟରେ...

ସୁଦର୍ଶନଙ୍କୁ ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ

ପୁରୀ ଅଫିସ,୧୭।୧୧: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିଛି ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ। ଇଟାଲୀର ରାଜଧାନୀ ରୋମ୍‌ରେ ଅନୁଷ୍ଠିତ ବିଶ୍ୱସ୍ତରୀୟ ବାଲୁକା କଳା ପ୍ରଦର୍ଶନୀ ଅବସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ଭାରତୀୟ ଭାବେ ସୁଦର୍ଶନ...

ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍‌

ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ପୁରୀ ବେଳାଭୂମି। ତେଣୁ ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧା ଦେବା ପାଇଁ ତିଆରି ଚାଲିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri