ପୁରୀ

ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା

କାକଟପୁର,୪।୧୦(ଡି.ଏନ୍‌.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି ଅବସରରେ ମା’ମଙ୍ଗଳା ପାରମ୍ପରିକ ପ୍ରଥାନୁସାରେ ଭକ୍ତଙ୍କୁ ସିଂହବାହିନୀ ବେଶରେ ଦର୍ଶନ ଦେବେ। ସନ୍ଧ୍ୟା...

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ସାକ୍ଷୀଗୋପାଳ ଠାକୁରଙ୍କ ମାଲିକାନାରେ ରହିଥିବା...

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ...

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ...

ଶ୍ରୀମନ୍ଦିରରେ ଏନ୍‌ଆଇଏ ଡିଜି

ପୁରୀ ଅଫିସ,୩।୧୦: ଏନ୍‌ଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦି ଗୁରୁବାର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଡିଜି ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ...

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର ବୁଲି ଏହି ସର୍ଭେ କରୁଛନ୍ତି। ବୁଧବାର ତୃତୀୟ ଦିନ ସୁଦ୍ଧା ପ୍ରାୟ...

ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।...

ସୁନ୍ଦର ବର ପାଇଁ ସେବାୟତ ଘର କୁମାରୀଙ୍କ ନେତ ପୂଜା

ପୁରୀ ଅଫିସ,୨ା୧୦:ବଳିରେ ବଳି ନ କର କଳି… କାଲି ଆଣି ଦେବୀ ସରୁ ଚକୁଳି…ଏହି ଗୀତରେ ବୁଧବାର ଝଙ୍କୁରିତ ହୋଇଥିଲା ମାର୍କଣ୍ଡ ପୁଷ୍କରିଣୀ କୂଳ। ସେବାୟତ ପରିବାରର କୁମାରୀମାନେ ନେତ ବେଶରେ ସଜେଇ ହୋଇ ଏହି ଗୀତ ବୋଲି ହରପାର୍ବତୀଙ୍କୁ...

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ...

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ...

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା ଏକ ଓ ଅଭିନ୍ନ ବୋଲି ବିଭିନ୍ନ ପୁରାଣରେ ବର୍ଣ୍ଣିତ କରାଯାଇଥିବାରୁ ମା’ମଙ୍ଗଳାଙ୍କ...

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri