ପୁରୀ

ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା...

ପୁରୀ ବାଣ ବିସ୍ଫୋରଣ: ଏସ୍‌ସିବିରେ ଆଉ ଜଣେ ଆଖି ବୁଜିଲେ

କଟକ,୧।୬(ଶିଳ୍ପା ପ୍ରିୟଦର୍ଶିନୀ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣରେ ଗୁରୁତର ଆହତ ହୋଇ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉଜଣଙ୍କର ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଶଙ୍କର ବେହେରା(୩୮)। ତାଙ୍କୁ ମିଶାଇ ଏସ୍‌ସିବିରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି...

ଭୋଟ ଦେଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର,୧।୬: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଳିଛି। ଏହି ପରିପ୍ରେକ୍ଷୀରେ କାକଟପୁର ବିଜେଡି ପ୍ରାର୍ଥୀ ତଥା ମନ୍ତ୍ରୀ ତୁଷାରକାନ୍ତି ବେହେରା ବୁଥରେ ପହଞ୍ଚି ପ୍ରଥମ ଭୋଟର ଭାବେ ନିଜ ମତ ସାବ୍ୟସ୍ତ। ଶନିବାର ରାଜ୍ୟର ୬ ଲୋକସଭା...

କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍‌, ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି)-୧୬ନଂ. ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି...

ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍‌ଆର୍‌ସିରେ ପିଟିସନ୍‌

କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ପିଟିସନ୍‌ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ...

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହିଁ ବର୍ନ ଓ୍ବାର୍ଡ

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି): ଭଉଁରି ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀ ପରିସରରେ ବାଣ ବିସ୍ଫୋରଣ ଘଟି ୩୦ରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଜିଲା...

ବାଣ ବିସ୍ଫୋରଣ ଘଟଣାକୁ ନେଇ ଉଠିଲା ଅନେକ ପ୍ରଶ୍ନ

ପୁରୀ,୩୧ା୫(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ବୁଧବାର ସନ୍ଧ୍ୟାରେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ବାଣ ବିସ୍ଫୋରଣ ଘଟଣା ପୁରୀବାସୀଙ୍କୁ ସ୍ତବ୍ଧ କରିଦେବା ସହ ମୃତାହତଙ୍କ ପରିବାରରେ ଦୁଃଖଦ ପରିବେଶ ସୃଷ୍ଟି କରିଛି। ବାଣ ବିସ୍ଫୋରଣରେ ୩୦ରୁ ଊର୍ଦ୍ଧ୍ୱ...

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର...

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri