ପୁରୀ

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ

ପୁରୀ ଅଫିସ, ୨୮।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ପୁଣି ଭାଇରାଲ ହୋଇଛି। ଟିକ୍‌ଟକ୍‌ରେ ଦୁଇଟି ଭିଡିଓକୁ କେହି ସେୟାର କରିବା ପରେ ଏହା ଏବେ ପଦାକୁ ଆସିଛି । ଶ୍ରୀମନ୍ଦିର ଭିତର ଭିଡିଓ ସହ ଆନନ୍ଦ ବଜାରରେ ଅବଢ଼ା...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ପୁଣି ୫ ପରିବାର ଜମି ହସ୍ତାନ୍ତର କଲେ

ପୁରୀ ଅଫିସ,୨୭ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଜାରି ରହିଛି। ଗତ ୨୧ ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକିଥିବାବେଳେ ୨୨ତାରିଖରେ ୬ ପରିବାର ଏଥିରେ ସାମିଲ ହୋଇଥିଲେ। ଶୁକ୍ରବାର ପୁଣି ୫ ପରିବାର...

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା...

ଚିକିତ୍ସା ପରେ ଫେରିବେ ଆଣ୍ଡାମାନର ନାବିକ: ୨୬ ଦିନ ସମୁଦ୍ର ପାଣି ପିଇ ବଞ୍ଚିଥିଲେ

ବ୍ରହ୍ମଗିରି/କୃଷ୍ଣପ୍ରସାଦ, ୨୭ା୧୦(ଡି.ଏନ୍‌.ଏ.): ଅଥଳ ସମୁଦ୍ର ମଧ୍ୟରେ ହେଲା ସାମୁଦ୍ରିକ ଝଡ଼। ବୋଟ୍‌ରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପୂର୍ବରୁ ଦିଗହରା ହୋଇ ପହଞ୍ଚିଲେ ମ୍ୟାନ୍‌ମାର ଉପକୂଳରେ। ସାଙ୍ଗରେ ଥିଲେ ସାଥୀ ନାବିକ ଦିବ୍ୟରଞ୍ଜନ ବିଶ୍ୱାସ। ସେଠାରୁ ତଟ ସୁରକ୍ଷା ବାହିନୀଙ୍କ ସହାୟତାରେ କିଛି...

ଆଜି ଦୀପାବଳି: ସିଂହଦ୍ୱାର ସମ୍ମୁଖରେ କାଉଁରିଆ ଜାଳିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୭ା୧୦: ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା ପରେ ସିଂହଦ୍ୱାରରେ କାଉଁରିଆ କାଠି ଜାଳି ବଡ ବଡୁଆଙ୍କୁ ଡାକଦେବେ ଅନେକ ଶ୍ରଦ୍ଧାଳୁ।...

ବିଦେଶୀ ପାଳିଲେ ଦୀପାବଳି: ଶବ୍ଦ, ପ୍ରଦୂଷଣ ମୁକ୍ତ ପରିବେଶର ବାର୍ତ୍ତା ବାଣ୍ଟିଲେ

କୋଣାର୍କ, ୨୭ା୧୦(ଡି.ଏନ୍‌.ଏ.): କୋଣାର୍କସ୍ଥିତ କାମତ ହୋଟେଲ ଇଣ୍ଡିଆ ଲିମିଟେଡ୍‌ ସହଯୋଗରେ ରାମଚଣ୍ଡୀସ୍ଥିତ ଲୋଟସ ରିସୋର୍ଟ ପକ୍ଷରୁ ବିଦେଶୀ ପଯର୍‌ୟଟକମାନଙ୍କୁ ନେଇ ଦୀପାବଳି ପାଳନ କରାଯାଇଛି। ଏକ ସଚେତନତା ଧର୍ମୀ ଓ ନିଆରା ପରମ୍ପରାରେ କୋଣାର୍କ ସୂଯର୍‌ୟମନ୍ଦିର ମୂଖ୍ୟଫାଟକ ସମ୍ମୁଖରେ ଏହା...

ଦୀପାବଳି ପାଇଁ ବନ୍ଦ ରହିବ ଶ୍ରୀପୁରୁଷୋତ୍ତମ ପ୍ରାର୍ଥନା କାର୍ଯ୍ୟକ୍ରମ

ପୁରୀ ଅଫିସ,୨୬ା୧୦:ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା ପରେ ସିଂହଦ୍ୱାରରେ କାଉଁରିଆ କାଠି ଜାଳି ବଡ ବଡୁଆଙ୍କୁ ଡାକଦେବେ ଅନେକ ଶ୍ରଦ୍ଧାଳୁ। ଏଥିପାଇଁ...

ମାନସିକ ଚାପରୁ ମୁକୁଳି ବାତ୍ୟା ଅନୁଭୂତି ବଖାଣିଲେ ପିଲା

ପୁରୀ ଅଫିସ,୨୬ା୧୦: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଲକ୍ଷାଧିକ ଗଛ, ଘର, ବିଦ୍ୟୁତ୍‌ଖୁଣ୍ଟ ଭାଙ୍ଗି ପଡ଼ିିଥିଲା। ବାତ୍ୟା ପରେ ବିଦ୍ୟୁତ୍‌ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଅନେକ ଲୋକ ପିଇବା ପାଣି ପାଇଁ ହୀନସ୍ତା ହୋଇଥିଲେ। ସ୍କୁଲ,...

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ ଲାଗିଛି। ଉକ୍ତ ବୋଟର ୨ ନାବିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ...

ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ

କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସେ ହେଲେ ଅମ୍ରିତ କୁଦୁରୁ। ଉଦ୍ଧାର ହେବା ପରେ ଅମ୍ରିତ...

କାଳ ସାଜିଛି ଲଗାଣବର୍ଷା : କାନ୍ଥପଡ଼ି ଜଣକ ଜୀବନ ଗଲା

ପୁରୀ ଅଫିସ,୨୫।୧୦: ଲଘୁଚାପ ଜନିତ ଲଗାଣବର୍ଷା କାଳ ସାଜିଥିବାବେଳେ ଶୁକ୍ରବାର ସକାଳେ ସହରର କୁମ୍ଭକାର ନିଯୋଗ ସମ୍ପାଦକ ରସାନନ୍ଦ ବିଷୋୟୀଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ଜୀବନ ଚାଲିଯାଇଛି। ଆଜି ସକାଳେ ସେ କୁଡୁଆ ତିଆରି କରିବା ପାଇଁ...

ସମୁଦ୍ର ଅଶାନ୍ତ: ବେଳାଭୂମିରେ ଲାଗିଲା ନାଲି ପତାକା

ପୁରୀ ଅଫିସ, ୨୪ା୧୦: ଲଘୁଚାପ ଯୋଗୁ ପୁରୀ ସମୁଦ୍ର ଅଶାନ୍ତ ରହିଛି। ସାଧାରଣ ଦିନ ଅପେକ୍ଷା ଉଚ୍ଚ ଜୁଆର ଆସୁଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବେଳାଭୂମିର ୧ ନଂରୁ ୧୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri