ପୁରୀ

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି ମଧ୍ୟ ବଞ୍ଚତ୍ତ ହୋଇ ରହିଛନ୍ତି। ଏ ନେଇ ସେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ...

ଶ୍ରୀମନ୍ଦିରରେ ଇନ୍ଦ୍ର, ଚନ୍ଦ୍ର, ଗୋବିନ୍ଦ ବନ୍ଦାପନା ନୀତି: ହରଚଣ୍ଡୀ ସାହିରୁ ବାହାରିଲା ଐରାବତ ହସ୍ତୀ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିରରେ ଶନିବାର ଭାଦ୍ରବ ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ପବିତ୍ର ତିଥିରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦଙ୍କ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟା ଆଳତି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଖଣ୍ଡିଏ ଆଜ୍ଞାମାଳ ଲାଗି...

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶାସନ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର...

ଚାଲିଛି ସୌନ୍ଦର୍ଯ୍ୟକରଣ କାମ, ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନ ସାମୟିକ ଭାବେ ସ୍ଥଗିତ ରହିଛି। ଆଗକୁ ଏକାଧିକ ମଠ ଭଙ୍ଗାଯିବା ଲାଗି ମାପଚୁପ ସରିଥିବାବେଳେ ପ୍ରଶାସନ ସୌନ୍ଦର୍ଯ୍ୟକରଣ ଉପରେ ଏବେ ଗୁରୁତ୍ୱ ଦେଇଛି। ଉଚ୍ଛେଦ ସ୍ଥଳ...

ପିତୃପକ୍ଷ ଆରମ୍ଭ: ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି

ପୁରୀ ଅଫିସ,୧୪ା୯: ଶନିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି।...

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖିବା ପରେ ଗଣମାଧ୍ୟମକୁ ମନ୍ଦିର ଶତପ୍ରତିଶତ ସୁରକ୍ଷିତ ଥିବା...

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ମନ୍ଦିରର...

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି। ତେବେ ଚତୁର୍ଥ ମଠ ଭାବେ ମଙ୍ଗୁ ମଠର ପାଳି ପଡିଛି। ପୂର୍ବରୁ ଲଙ୍ଗୁଳି,...

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି। ଏନେଇ କଲେଜ କର୍ତ୍ତୃପକ୍ଷଙ୍କ ସ୍ବଚ୍ଛତା ଉପରେ...

ଆଜିଠୁ ପିତୃପକ୍ଷ ଆରମ୍ଭ

ପୁରୀ ଅଫିସ,୧୪ା୯: ପିତୃ ପକ୍ଷରେ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡ ଦାନ କରାଯାଇଥାଏ। ଶନିବାରଠାରୁ ଆରମ୍ଭ ହେବ ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏ ସମ୍ପର୍କରେ ଐତିହ୍ୟ ବିଶାରଦ...

ଚର୍ତୁମାସ୍ୟା ବ୍ରତ ଶେଷ କଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୪ା୯: ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ପବିତ୍ର ଭାଦ୍ରବ ପୂର୍ଣ୍ଣିମାରେ ଶୁକ୍ରବାର ଚର୍ତୁମାସ୍ୟା ବ୍ରତ ସମାପନ କରିଛନ୍ତି। ଏହି ଅବସରରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ମଠାରୁ ବାହାରି ବାଟମଙ୍ଗଳା ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ...

ହସ୍ପିଟାଲରୁ ନାଗସାପ ଛୁଆ ଉଦ୍ଧାର

ପୁରୀ ଅଫିସ, ୧୪ା୯: ଚନ୍ଦନପୁର ହସ୍ପିଟାଲରୁ ଶୁକ୍ରବାର ଏକ ନାଗସାପ ଛୁଆ ଉଦ୍ଧାର କରାଯାଇଛି। ସ୍ନେକ ହେଲ୍‌ପ ଲାଇନ ସଦସ୍ୟ ନିହାର ରଞ୍ଜନ ପଣ୍ଡା ଏହି ସାପ ଛୁଆଟିକୁ ଉଦ୍ଧାର କରିଥିଲେ। ଅପରାହ୍ନରେ ହସ୍ପିଟାଲ ସମ୍ମିଳନୀ କକ୍ଷରେ ଏକ ନାଗସାପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri