ପୁରୀ

ସମୁଦ୍ରରେ ବୁଡ଼ିଯାଉଥିବା ଦୁଇ ପର୍ଯ୍ୟଟକ ଉଦ୍ଧାର

ପୁରୀ ଅଫିସ,୨୦।୧୦: ସମୁଦ୍ରରେ ବୁଡ଼ିଯାଉଥିବା ବେଳେ ଦୁଇ ପର୍ଯ୍ୟଟକ ରବିବାର ଉଦ୍ଧାର ହୋଇଛନ୍ତି। ସେମାନେ ହେଲେ ପଶ୍ଚିମବଙ୍ଗର ସନ୍ଧ୍ୟା କୁଣ୍ଡୁ ଓ ଟାଟା ନଗର ସେକ୍ଟର ୨ର ରୀନା ସିହ୍ନା। ସମୁଦ୍ର ସ୍ନାନ ସମୟରେ ହଠାତ୍‌ ଏକ ବଡ଼ଧରଣର ଲହଡ଼ି...

ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ...

ଶ୍ରୀମନ୍ଦିରରେ ହେଲା ଦିବା ପହୁଡ଼: ଦିନରେ ୨ ଘଣ୍ଟା ୧୦ ମିନିଟ୍‌ ଶୋଇଲେ ଠାକୁର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରରେ ଶନିବାର ନିର୍ଘଣ୍ଟ ସମୟରେ ନୀତି ଅନୁଷ୍ଠିତ ହୋଇ ଠାକୁରଙ୍କ ଦିବା ପହୁଡ଼ ସମ୍ପନ୍ନ ହୋଇଛି। ଅପରାହ୍ନ ୩ଟା ୩୫ରେ ପହୁଡ଼ ହୋଇ ୫ଟା ୪୫ରେ ଦ୍ୱାର ଫିଟା ଯାଇଥିଲା। ଫଳରେ ମହାପ୍ରଭୁ ଦିନରେ ୨...

ସୁପ୍ରିମ୍‌କୋର୍ଟ ବିଚାରପତିଙ୍କୁ ଶ୍ରୀମନ୍ଦିରରେ ଦୁର୍ବ୍ୟବହାର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ ପାଇଁ ସେବାୟତ, କର୍ମଚାରୀ, ଜେଟିପି(ଜଗନ୍ନାଥ ଟେମ୍ପୁଲ ପୋଲିସ)ଙ୍କୁ ବାରମ୍ବାର ଶୃଙ୍ଖଳାର ଜ୍ଞାନ ପଢ଼ାଉଛି ପ୍ରଶାସନ। ଏମିତିକି କଠୋର ଆଭିମୁଖ୍ୟ ବି ଆପଣାଉଛି। ତଥାପି ଅନେକେ ସେମାନଙ୍କ ଆଚରଣ...

ଭିଜିଲାନ୍ସର ରେକର୍ଡପତ୍ର ଯାଞ୍ଚ: ସ୍ବୀକାର କଲେ ଅଧ୍ୟକ୍ଷ

ପୁରୀ ଅଫିସ,୧୯ା୧୦: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ସମ୍ମିଳନୀ କକ୍ଷ ଭଡା ବାବଦ ଆଦୟ ଅର୍ଥରେ ବ୍ୟାପକ ଅନିୟମିତତା ହୋଇଛି। ଗତ ସେପ୍ଟେମ୍ବର ୧୧ରେ ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ପୁରୀ ଦୁର୍ନୀତି ନିବାରଣ ସଂସ୍ଥା...

ବିପଦପୂର୍ଣ୍ଣ ହେଉଛି ସମୁଦ୍ର ସ୍ନାନ

ପୁରୀ ଅଫିସ, ୧୮ା୧୦: ଆସୁଛି ପର୍ଯ୍ୟଟନ ଋତୁ। ଏଥିପାଇଁ ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସାଧାରଣତଃ ଶ୍ରୀମନ୍ଦିର ଦର୍ଶନ ପରେ ସ୍ବର୍ଣ୍ଣାଭ ବେଳାଭୂମିରେ ବୁଲିବା ଓ ସମୁଦ୍ରରେ ସ୍ନାନ କରିବାକୁ ପର୍ଯ୍ୟଟକ ପସନ୍ଦ କରିଥାନ୍ତି। ତେବେ ପୁରୀ ସମୁଦ୍ର...

ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାଲିଘାଟର ଭାଗିରଥି ପ୍ରଧାନ ଓରଫ ଭାଗୁ ଗୁରୁତର ହୋଇଛନ୍ତି। ଗୁଳି...

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର ଗିରଫ କରାଯାଇଥିଲା। ସେ ହେଲେ ଗଙ୍ଗାଧର ରାଉତ। ଗଙ୍ଗାଧର ନିମାପଡ଼ା ଥାନାରେ ସହକାରୀ...

ତିନି ଭାଗରୁ ଭାଗେ

ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ପଞ୍ଚସଖା...

ଡ. ସୁରେନ୍ଦ୍ର ମିଶ୍ର ପାଇବେ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

ପୁରୀ ଅଫିସ, ୧୭।୧୦: ଆସନ୍ତା ୧୯ ତାରିଖରେ କଟକସ୍ଥ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଶାର ସର୍ବପ୍ରାଚୀନ ସାହିତ୍ୟ -ସଂସ୍କୃତି ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶିଷ୍ଟ ସାରସ୍ବତ ସାଧକ...

ହବିଷିଆଳି ଶିବିରରେ ଅଘଟଣ: ୩ ଗୁରୁତର

ପୁରୀ ଅଫିସ,୧୬।୧୦: ଶ୍ରୀକ୍ଷେତ୍ରରେ ଚାଲିଛି କାର୍ତ୍ତିକ ବ୍ରତ। ଏଠାରେ ଲକ୍ଷାଧିକ ଭକ୍ତ, ହବିଷିଆଳିଙ୍କ ସମାଗମ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଟୁରିଷ୍ଟ କମ୍ପ୍ଲେକ୍ସ, ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ରକୋଣରେ ଅସ୍ଥାୟୀ ଶିବିରରେ ରହିଛନ୍ତି ହବିଷିଆଳି। ବୁଧବାର ୩ ହବିଷିଆଳି...

ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ

ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି। ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri