ପୁରୀ

ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ ରୀତିନୀତିରେ ଗୋସାଣୀ ଭସାଣି ପର୍ବ ଅନୁଷ୍ଠିତ ହୋଇଛି। ବୁଧବାର ସନ୍ଧ୍ୟାରେ ପୁରୀ ସହରର...

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ: ରାଧାଦାମୋଦର ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ, ୯ା୧୦: ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ...

୧୪୨ତମ ଗୋପବନ୍ଧୁ ଜୟନ୍ତୀ: ଚଳଚଞ୍ଚଳ ଜନ୍ମପୀଠ ସୁଆଣ୍ଡୋ, ସତ୍ୟବାଦୀ; ଅପରାହ୍ନରେ ପହଞ୍ଚିବେ ରାଜ୍ୟପାଳ

ସାକ୍ଷୀଗୋପାଳ,୯।୧୦(ଡି.ଏନ୍‌.ଏ.)- ନିସ୍ବାର୍ଥପର ଜନସେବୀ, ଓଡ଼ିଆଜାତିର ଦରଦୀ ପ୍ରାଣ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୪୨ତମ ଜୟନ୍ତୀ ବୁଧବାର ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ସମାବେଶକୁ ନେଇ ପୁଣ୍ୟାତ୍ମାଙ୍କ ଜନ୍ମପୀଠ ସୁଆଣ୍ଡୋଠାରୁ କର୍ମପୀଠ ସତ୍ୟବାଦୀ ବକୁଳବନ ଚଳଚଞ୍ଚଳ ହୋଇଉଠିଛି । ଉତ୍କଳମଣିଙ୍କ ସହିତ ପଞ୍ଚସଖାଙ୍କ...

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ:ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୯।୧୦: ବୁଧବାର ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଠାକୁରଙ୍କ ଏହି ମହାର୍ଗ ବେଶ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ...

ବିଜୟା ଦଶମୀରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ ଅଫିସ,୮।୧୦: ଶ୍ରୀକ୍ଷେତ୍ରରେ ଚାଲିଛି ଶାରଦୀୟ ପୂଜା। ଉତ୍ସବମୁଖର ସହର। ବିଭିନ୍ନ ଦେବୀ ପୀଠରେ ଚାଲିଛି ଷୋଡ଼ଶ ପୂଜା। ଚଳଚଞ୍ଚଳ ଦେବୀ ପୀଠ। ସକାଳଠାରୁ ଦେବୀ ପୀଠ ଏବଂ ପୂଜା ମଣ୍ଡପରେ ଭକ୍ତଙ୍କ ସମାଗମ। ମା’ ଶ୍ୟାମାକାଳୀ, ଦକ୍ଷିଣକାଳୀ, ମରିଚି...

ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା

ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ ଗୋଷାଣୀ ପୂଜା ପରମ୍ପରା ରହିଛି। ଏଥିସହିତ ନାଗା ମୂର୍ତ୍ତି ପୂଜାର ବିଶେଷତା...

ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା

କାକଟପୁର, ୭।୧୦(ଡି.ଏନ୍‌.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ ମୁହୂର୍ତ୍ତରେ ମନ୍ଦିର ଫିଟାଯାଇ ମଙ୍ଗଳ ଆଳତି, ମାଜଣା ପରେ ମା’ଙ୍କ ମୁଖରାବିନ୍ଦକୁ ଚନ୍ଦନ...

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୭।୧୦: ଶାରଦୀୟ ଦଶହରା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବିଭିନ୍ନ ଶକ୍ତିପୀଠ ଏବଂ ପୂଜାମଣ୍ଡପରେ ମା’ଙ୍କୁ ଆବାହନୀ କରାଯାଉଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଛି। ସୋମବାର ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ନବମୀ ପୂଜା ଚାଲିଛି।...

ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧)...

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା। ତେବେ ଗତ ଗୁରୁବାର ବାସେଳିସାହି ବନଦୁର୍ଗା ଛକସ୍ଥିତ ମା’ ମଙ୍ଗଳାଙ୍କୁ ଲାଗିହୋଇଛି...

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି ସହଯୋଗର ହାତ ବଢାଇଛନ୍ତି ଜଣେ ଇଟାଲୀ ଯୁବକ। ସେ ହେଲେ ସ୍ବେଚ୍ଛାସେବୀ...

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ। ମାତ୍ର ପୋଲିସକୁ ଖାତିର ନ କରି ଖୋଲାଖୋଲି ଚାଲେଞ୍ଜ ଦେଇଛନ୍ତି ଅପରାଧୀ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri