ପୁରୀ

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ...

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା ଏକ ଓ ଅଭିନ୍ନ ବୋଲି ବିଭିନ୍ନ ପୁରାଣରେ ବର୍ଣ୍ଣିତ କରାଯାଇଥିବାରୁ ମା’ମଙ୍ଗଳାଙ୍କ...

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ...

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର...

ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର...

ଫାଇଲିନ୍‌ରେ ନଷ୍ଟ ହୋଇଥିଲା ଝାଉଁବଣ: ୬ ବର୍ଷ ଧରି ପଡ଼ି ଖତଖାଉଛି କାଠ

କୃଷ୍ଣପ୍ରସାଦ,୧।୧୦(ଡି.ଏନ.ଏ.)- ବଙ୍ଗୋପସାଗର ଉପକୂଳ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ବ୍ରାହ୍ମଣଦେଓ ଗାଁ ନିକଟ ଝାଉଁବଣରେ ଗତ ୬ ବର୍ଷ ହେଲା ପଡ଼ି ନଷ୍ଟ ହେଉଛି ଲକ୍ଷାଧିକ ଟଙ୍କାର ଝାଉଁକାଠ। ୨୦୧୩ ଫାଇଲିନ ବାତ୍ୟାରେ ଭାଙ୍ଗିପଡିଥିଲା ହଜାର ହଜାର ପରିମାଣର...

ଚଳନ୍ତା ଟ୍ରେନ୍‌ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍‌ର ଗୋଟିଏ ବଗି ଅନ୍ୟ ବଗିଠାରୁ ଅଲଗା ହୋଇଯାଇଥିଲା। ଫଳରେ ଉକ୍ତ ବଗିରେ ବସିଥିବା ଯାତ୍ରୀମାନେ ଟ୍ରେନ୍‌...

ଆରମ୍ଭ ହେଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧।୧୦: ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ସୁରକ୍ଷା ଜୋନ ମଧ୍ୟରୁ ମଠ, ମନ୍ଦିର, ଦୋକାନ, ଲଜ୍‌, ବାସଗୃହ ଆଦି ଭଙ୍ଗାଯାଇ ଜମି...

ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ପୁରୀ ଜିଲାପାଳ, ଏସ୍‌ପି ଏବଂ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ନୋଟିସ୍‌...

ଶ୍ରୀକ୍ଷେତ୍ରରେ ଗୁପ୍ତ ଗୁଣ୍ଡିଚା: ନାରାୟଣୀ ମନ୍ଦିରକୁ ବିଜେ ହେଲେ ଦୁର୍ଗାମାଧବ

ପୁରୀ ଅଫିସ, ୧।୧୦: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବ ଉପାସନା। ସୋମବାର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି ବିମାନରେ ବିଜେ ହୋଇ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀମନ୍ଦିରରେ ରାତ୍ର ଚନ୍ଦନ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ସର୍ଭେ କାମ ଆରମ୍ଭ

ପୁରୀ ଅଫିସ, ୩୦।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ପ୍ରସଙ୍ଗରେ ସୋମବାର ସାମାଜିକ ସର୍ଭେ ଆରମ୍ଭ ହୋଇଛି। ଏଥିପାଇଁ ୫ଜଣ ନବ ନିଯୁକ୍ତ ଆଇଏସ୍‌ ୫ଟି ଟିମ୍‌ରେ ଭାଗ ହୋଇ ସର୍ଭେ କାର୍ଯ୍ୟ କରୁଛନ୍ତି। ମାସକ ମଧ୍ୟରେ ସର୍ଭେ...

ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ମଦ ବ୍ୟବସାୟୀ ତଥା ବିଜେଡି ନେତା ନାରାୟଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri