ପୁରୀ

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ...

୧୦ଫୁଟର ଅଜଗର ଉଦ୍ଧାର

ପୁରୀ ଅଫିସ,୨୯।୯: ପୁରୀ ସଦର ବ୍ଲକ ଅନ୍ତର୍ଗତ ଧୋବନ୍ଧର ଭାର୍ଗବୀ ନଦୀରୁ ରବିବାର ୧୦ଫୁଟର ଅଜଗର ଉଦ୍ଧାର କରାଯାଇଛି। ପୁରୀ ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ସଂଗ୍ରାମ କେଶରୀ ଦାଶ ଏହି ଅଜଗରକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଅଜଗରକୁ ପରେ...

ବିଶ୍ୱ ହୃତ୍‌ପିଣ୍ଡ ଦିବସ : ବାଲୁକାକଳାରେ ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୯।୯: ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମିରେ ବାଲୁକା କଳା ଆଙ୍କି ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଶ୍ୱରେ ହୃଦରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଦ୍ୟପାନ ଏବଂ ଧୂମପାନ...

ପୋଲିସ ଏନ୍‌କାଉଣ୍ଟର ପ୍ରସଙ୍ଗ: ଟିକି, ବିଶ୍ୱରଞ୍ଜନଙ୍କ ପରେ କାହା ପାଳି

ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍‌କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ ସାହୁ ଏବେ ପୁରୀ ଜେଲରେ ଅଛନ୍ତି। ଏବେ ପୁଣି ପୋଲିସ ଆଉ କେତେଜଣ...

ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ

ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ। ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଏସବୁ ସାମଗ୍ରୀ ଦେଖିବା ସହ କ୍ରୟ କରିବେ।...

ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରୁଛି। ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ୱାର୍ଟର ସ୍ପୋଟର୍‌ସ (ଜଳ...

ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ

ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ...

ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ ଅଫିସ, ୨୮।୯:  ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨ ତାରିଖରୁ ଆହୁରି ଜୋର୍‌ଦାର କରାଯିବ। ଏ ସଂକ୍ରାନ୍ତରେ ଏକ ବୈଠକ ଜିଲାପାଳ ବଲୱନ୍ତ...

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରସଙ୍ଗ : ୫ ମୌଜାରେ ଲାଗିଲା ନୋଟିସ

ପୁରୀ ଅଫିସ,୨୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ସୁରକ୍ଷା ଜୋନରେ ସର୍ଭେ କରାଯିବ। ରାଜ୍ୟ ସରକାର ଏହି ସର୍ଭେ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ପରେ ଜମି ଅଧିଗ୍ରହଣ ହେବାକୁ ଥିବା ୫...

ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର

ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ...

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ ସରକାରୀ ବିଜ୍ଞପ୍ତି ପାଇ ନ ଥିବାବେଳେ କେଉଁ ଆଧାରରେ ସର୍ଭେ ଚାଲିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri