ପୁରୀ

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ ଦକ୍ଷିଣ ପାର୍ଶ୍ୱରୁ ଉଚ୍ଛେଦ କରାଯାଇଛି। ଶୌଚାଳୟ, ସାମଗ୍ରୀ ଘର ଭଙ୍ଗା ଯାଇଛି। ମାତ୍ର...

୧୯ରେ ଭଙ୍ଗାଯିବ ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା: ଆସିଲା କଣ୍ଟେନର; ଚାଲିବ ସୂଚନା କେନ୍ଦ୍ର, ପୋଲିସ ଫାଣ୍ଡି

ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା ୧୯ ତାରିଖରେ ଭଙ୍ଗାଯିବ। ମୁଖ୍ୟ ମନ୍ଦିର ସହିତ ସମ୍ପର୍କ ନ ଥିବା ସବୁ...

ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ

ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ ବି ଏଭଳି ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ବାତ୍ୟା ଫନୀ ପୁରୀ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ...

ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର

ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍‌ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ ପ୍ରତି ଶ୍ରଦ୍ଧାଳୁଙ୍କ ରହିଛି ଗଭୀର ଆସ୍ଥା ଓ ବିଶ୍ୱାସ। ପ୍ରାୟ ଅଧିକାଂଶ ତୀର୍ଥ...

‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ

କାକଟପୁର,୧୭।୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର...

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି

ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର ଭାର୍ଗବୀ ନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ଏହା ଉଚ୍ଛୁଳିଛି।...

ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ...

ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର

ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ ପେଟର ଭୋକ ମେଣ୍ଟାନ୍ତିି। ହେଲେ ଏମାନଙ୍କ ପ୍ରତି ସହାନୁଭୂତିର ହାତ ବଢାଇବା...

ଭାର୍ଗବୀ ନଦୀବନ୍ଧରେ ଘଳିଆ

ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ ଭାର୍ଗବୀ ଦକ୍ଷିଣ ପର୍ଶ୍ୱ ନଦୀବନ୍ଧର ୬ଟି ସ୍ଥାନରେ...

ଗହ୍ମାପୂର୍ଣ୍ଣିମାରେ ନଡ଼ିଆ ଲଢ଼େଇ ପରମ୍ପରା

ସାକ୍ଷୀଗୋପାଳ, ୧୫।୮(ଡି.ଏନ୍‌.ଏ.): ଗହ୍ମାପୂର୍ଣ୍ଣିମା ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡ଼ିଆ ଲଢ଼େଇ ପରମ୍ପରା ରହିଛି। ବାତ୍ୟା ‘ଫନୀ’ରେ ବହୁ ସଂଖ୍ୟକ ନଡ଼ିଆ ଗଛ ଭାଙ୍ଗିଯାଇଥିଲେ ମଧ୍ୟ ଗୁରୁବାର ସ୍ଥାନୀୟ ଅଞ୍ଚଳରେ ନଡ଼ିଆ ଲଢ଼େଇ ଦେଖିବାକୁ ମିଳିଛି। ଏହି ଅବସରରେ...

ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଏକ ଖୋଲା ଜିପ୍‌ରେ ମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri