କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ
କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା କାରବାର, ଚୋରି, ଡକାୟତି, ହତ୍ୟା ଆଦି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବାରୁ...