ପୁରୀ

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ, ମିଳିଲା ବାଂଲାଦେଶୀ ପାସ୍‌ପୋର୍ଟ

ପୁରୀ,୩।୩: ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ...

ରତ୍ନଭଣ୍ଡାର କାନ୍ଥରେ ଫାଟ

ପୁରୀ,୧ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁବାର ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ଦ୍ୱାରା ନଭେମ୍ବର ୧୭ରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ନାଟମଣ୍ଡପ ସଂରକ୍ଷଣ...

ଏବେ ବି ରହସ୍ୟ ଘେରରେ ରତ୍ନଭଣ୍ଡାର: ଖୋଲିବାକୁ ଉଦ୍ୟମ କରିଥିବା ସରକାରଙ୍କ ପତନ ଘଟିଛି

ଭୁବନେଶ୍ୱର,୧ା୩:ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା...

ରତ୍ନଭଣ୍ଡାର ଅଳଙ୍କାର ଗଣତି ହେବ

ପୁରୀ,୧ା୩(ଅଜିତ୍‌ ମହାନ୍ତି):ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଗୁରୁବାର ରତ୍ନ ଅଳଙ୍କାର ଗଣତିମଣତି ନିମନ୍ତେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଫଳରେ ଦୀର୍ଘ...

ଏଣିକି ସ୍ବତନ୍ତ୍ର ଚେୟାରରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦିବ୍ୟାଙ୍ଗ

ପୁରୀ,୨୯।୨: ଏଣିକି ସ୍ବତନ୍ତ୍ର ଚେୟାରରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦିବ୍ୟାଙ୍ଗ । ଏନେଇ ସ୍ବତନ୍ତ୍ର ଚେୟାର ବ୍ୟବସ୍ଥା କରାଯାଇଛି। ଅନଲାଇନ୍‌ ମାଧ୍ୟରେ ୨୦ ଜଣଙ୍କୁ ଏହି ସୁବିଧା ମିଳିବ। ଆସନ୍ତା ମାର୍ଚ୍ଚ ୮ ତାରିଖରୁ ଏହି ବ୍ୟବସ୍ଥା ଆରମ୍ଭ...

ସତ୍ୟବାଦୀରୁ ଲଢିବେ ସଞ୍ଜୟ ଦାସବର୍ମା! ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୯।୨: ପୁରୀ ଜିଲାର ସତ୍ୟବାଦୀ ଆସନରୁ ସଞ୍ଜୟ ଦାସବର୍ମା ଲଢିବେ ବୋଲି ଦଳୀୟ ଚର୍ଚ୍ଚାରୁ ଜଣାପଡିଛି। ଖବର ଅନୁଯାୟୀ, ବିଜେଡିର ପ୍ରାର୍ଥୀ ମଧ୍ୟ ଚୂଡାନ୍ତ ହୋଇଛି। ଗତକାଲି ସନ୍ଧ୍ୟାରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ସାଂଗଠନିକ ସଂପାଦକ ପ୍ରଣବ...

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ...

ପୁରୀ ସତ୍ୟବାଦୀକୁ ନେଇ ଉମା-ସଞ୍ଜୟ ଛକାପଞ୍ଝା

ଭୁବନେଶ୍ୱର,୨୯ା୨(ଅନିଲ ଦାସ): ସାଧାରଣ ନିର୍ବାଚନ ଆଉ କିଛିଦିନ ଥିବାବେଳେ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ଉଷ୍ମତା ବଢ଼ିଲାଣି। ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ରାଜନୀତି ସରଗରମ ହୋଇଛି। ସତ୍ୟବାଦୀ ବିଧାନସଭା ଆସନକୁ ନେଇ ବର୍ତ୍ତମାନର ବିଧାୟକ ଉମା ସାମନ୍ତରାୟ ଏବଂ ବ୍ରହ୍ମଗିରି ପୂର୍ବତନ...

୧୧୮ ଅଙ୍ଗନୱାଡିର ନିଜସ୍ବ ଗୃହ ନାହିଁ

କଣାସ,୨୯୨(ବିଭୂତି ଭୂଷଣ ତ୍ରିପାଠୀ) ଶିଶୁ ଓ ମା’ଙ୍କ ସୁରକ୍ଷା ନିମନ୍ତେ ଗାଁ ଗାଁରେ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଥିଲେ ମଧ୍ୟ କଣାସ ବ୍ଲକରେ କେନ୍ଦ୍ରଗୁଡ଼ିକ ନାହିଁ ନାହିଁରେ ପରିଚାଳିତ ହେଉଛି। ବ୍ଲକରେ ୨୮୫ଟି ଅଙ୍ଗନୱାଡି କେନ୍ଦ୍ର ରହିଛି। ସେଥି ମଧ୍ୟରୁ ୧୬୭ଟି...

ଡ୍ରପ୍‌ ଆଉଟ୍‌ ତାଲିକାରେ ୧୭୦୦ ପିଲା

ଗୋପ,୨୯ା୨(ଭାରତୀ ଭୂଷଣ ଉପାଧ୍ୟାୟ)ଶିକ୍ଷାବର୍ଷ ୨୦୨୩-୨୪ରେ ଗୋପ ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପ୍ରଥମରୁ ଦଶମ ଶ୍ରେଣୀ ମଧ୍ୟରେ ୧୭ଶହରୁ ଅଧିକ ପିଲା ଅଧାରୁ ପାଠ ଛାଡ଼ି ଶିକ୍ଷାୟତନ ବାହାରେ ରହିଛନ୍ତି। ଏଥିରେ ପ୍ରାଥମିକ ବିଦ୍ୟାଳୟର ପ୍ରଥମରୁ...

ପୁରୀ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ: ଏଏସଆଇ

ପୁରୀ,୨୪।୨: ପୁରୀର ଐତିହାସିକ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ। ଏନେଇ ଭାରତୀୟ ପ୍ରତ୍ନତ୍ତତ୍ୱ ବିଭାଗ ଇଞ୍ଜିନିୟର ନିଶ୍ଚିତ କରିଛନ୍ତି। ଏଏସଆଇର ଅଧୀକ୍ଷକ ଦିବିଶାଦା ବ୍ରଜସୁନ୍ଦର ଗଡ଼ନାୟକ କହିଛନ୍ତି ଅଠରନଳାରେ କୌଣସି ବଡ଼ ବିପଦ ନାହିଁ, କେବଳ ଏହାର...

ଭାବପ୍ରବଣ ହେଲେ ସତ୍ୟବାଦୀ ବିଧାୟକ

ସାକ୍ଷୀଗୋପାଳ,୨୪ା୨(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର/ଭରତ ବାରିକ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପୁରୀ ଜିଲା ସତ୍ୟବାଦୀର ଏକ ମଣ୍ଡପରେ ଶୁକ୍ରବାର ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ୱାବଧାନରେ ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ବିଜେଡି ସଭାପତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri