ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ
କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ ଆଡ୍ଭେଞ୍ଚର୍ସ ଫାଉଣ୍ଡେଶନ ପକ୍ଷରୁ ସୋମବାର ରାମଚଣ୍ଡୀ ମୁହାଣ ନିକଟ ସ୍ବର୍ଣ୍ଣାଭ ବେଳାଭୂମି,...