ପୁରୀ

ମହାପ୍ରଭୁଙ୍କ ମୂଷିକ ଭକ୍ତ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ମୁଣ୍ଡିଆ ମାରିଲେ

ପୁରୀ,୧୪ା୧୨(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେବତା, ଦାନବ, ଯକ୍ଷ, ମାନବ ଯେପରି ଆତୁର ହୋଇଥାନ୍ତି, ସେହିପରି ପଶୁପକ୍ଷୀ ମଧ୍ୟ ତାଙ୍କ ଆଶିଷ ଲାଭ କରିବା ପାଇଁ ବ୍ୟାକୁଳ ହୋଇ ଉଠିଥାନ୍ତି। କେବଳ ମଣିଷ ନୁହେଁ କ୍ଷୁଦ୍ର ପ୍ରାଣୀ ଓ...

ଡିସେମ୍ବର ୧୬ରୁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ

ପୁରୀ,୧୨।୧୨: ଡିସେମ୍ବର ୧୬ ତାରିଖରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।...

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ସନ୍ତୁ କିଛି ଦିନ...

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ  ଏସିଡ୍‌ ମାଡ଼ ହୋଇଛି। ଏଥିରେ ବାପା ପୁଅ ଅଧିକାରୀ ତରେଇ ଓ ରାଜେନ୍ଦ୍ର ତରେଇ ଗୁରୁତର...

ସମୁଦ୍ରରେ ଭାସିଗଲେ ନାବାଳକ

ପୁରୀ,୧୦ା୧୨: ରବିବାର ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବିହାରର ଜଣେ ନାବାଳକ ଭାସି ଯାଇଛନ୍ତି। ତାଙ୍କ ନାମ ଆର୍ଯ୍ୟନ ରାଜ। ସେ ତାଙ୍କ ମା-ବାପାଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ। ଏହି ସମୟରେ ସେ ଚକ୍ରତୀର୍ଥଠାରେ ସମୁଦ୍ରରେ ଗାଧୋଉଥିବା ବେଳେ...

ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ

ପୁରୀ, ୯ା୧୨(ଅଜିତ ମହାନ୍ତି): ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ସେବନ ବନ୍ଦ ଏବଂ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ଉପରେ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଉଛି। ନୂଆବର୍ଷଠାରୁ ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ଆସିବାକୁ ଥିବାରୁ ଏ ନେଇ ପୂର୍ବରୁ...

ପୋଢୁଆଁ ହେଲେ ବଡ଼ଠାକୁର

ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ,...

କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କୁ କିଛି ଅନୁକମ୍ପା ମୂଳକ ସହାୟତା ରାଶି ଯୋଗାଇଦେବାକୁ ସରକାର ବିଧିବଧ...

କଂଗ୍ରେସର ତୁଳସୀ ଯାତ୍ରା

ପୁରୀ,୨ା୧୨(ଅଜିତ୍‌ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ମରାମତି ଓ ଅଳଙ୍କାର ଗଣତି ସମେତ ୬ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ତୁଳସୀ ଯାତ୍ରା କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭଙ୍ଗ...

ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବି

ପୁରୀ,୩୦ା୧୧(ଅଜିତ ମହାନ୍ତି): ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବିରେ ସାମାଜିକ ଅନୁଷ୍ଠାନ ‘ପ୍ରୟାସ’ ପକ୍ଷରୁ ଜାତୀୟ ରାଜପଥ ଆଞ୍ଚଳିକ ମୁଖ୍ୟ ବୀରେନ୍ଦ୍ର ସିଂହଙ୍କୁ ଭେଟି ଏକ ଦାବିପତ୍ର ଦିଆଯାଇଛି। ଦାବିପତ୍ରରେ ଉଲ୍ଲେଖ ହୋଇଛି ଯେ, ପୁରୀକୁ ଦକ୍ଷିଣ ଓଡ଼ିଶା...

ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ...

ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri