ପୁରୀ

୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର

ପୁରୀ, ୨୨।୧୦ (ଅଜିତ୍‌ ମହାନ୍ତି)୧୧ ମାସର ଶିଶୁକନ୍ୟାକୁ ବାପା ବିକ୍ରି କରିଥିବା ଅଭିଯୋଗ ହୋଇଛି। ସମୁଦ୍ରକୂଳ ଥାନା ଅନ୍ତର୍ଗତ ଧୋବାଖାଲ ବସ୍ତିରେ ଏପରି ଘଟଣା ଘଟିଛି। ପୋଲିସ ବିଶାଖାପାଟଣାରୁ ଝିଅକୁ ଉଦ୍ଧାର କରିଛି। ଏହି ଘଟଣାରେ ବାପା, ମଧ୍ୟସ୍ଥ ଓ...

ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ, ୨୧ା୧୦(ଅଜିତ ମହାନ୍ତି): ଶାରଦୀୟ ଦଶହରାକୁ ନେଇ ଉତ୍ସବମୁଖର ହୋଇଉଠିଛି ଧରାପୃଷ୍ଠ। ଗାଁଠୁ ସହର ସବୁଠି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଚଳଚଞ୍ଚଳ ପୁରୀ ସହର। ଶାରଦୀୟ ଦୁର୍ଗାତ୍ସୋବର ସ୍ବାତନ୍ତ୍ର୍ୟ ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂଟିଏ...

ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି,୧୯ା୧୦(ଦୁର୍ଗାମାଧବ ମିଶ୍ର): ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ...

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,...

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ନଦୀ ତଟବର୍ତ୍ତୀ ଓ ତଳିଆ ଅଞ୍ଚଳ ଲୋକେ...

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ...

ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା

ପୁରୀ,୧୩।୧୦: ପୁରୀ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା ପଡ଼ିଛି। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍‌ରୁ ଏଭଳି ଘଟିଛି। ସିଂହଦ୍ବାର ପୋଲିସ ପସରାଉଠା କର୍ମଚାରୀ ଓ ଉକ୍ତ ସେବାୟତଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି । ସୂଚନାଯୋଗ୍ୟ, ପିଠା...

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି।...

ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ

ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା ପଞ୍ଚାୟତ ତିରିକଣା ଗ୍ରାମରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଛି କୁକୁଡ଼ା ଚାଷ।...

ବିଶ୍ୱ ଶିଶୁକନ୍ୟା ଦିବସ

ପୁରୀ,୧୧ା୧୦: ବିଶ୍ୱ ଶିଶୁକନ୍ୟା ଦିବସ ଉପଲକ୍ଷେ  ଭୋଳାନାଥ ବିଦ୍ୟାପୀଠ ପରିସରରେ ପୁରୀ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଚିତ୍ରାଙ୍କନ, ବକ୍ତୃତା ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ରତ୍ନାକର...

ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି...

ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼

ଅସ୍ତରଙ୍ଗ,୮।୧୦(ପ୍ରଦୀପ୍ତ ଦୀକ୍ଷିତ୍‌)ବିଦ୍ୟାଳୟ ଅଛି ହେଲେ ସେଠାକୁ ରାସ୍ତା ନାହିଁ। ପିଲାମାନେ ଚାଷ ଜମି ହିଡ଼ ଉପର ଦେଇ ଯାତାୟାତ କରୁଛନ୍ତି। ପୁରୀ ଜିଲା ଅସ୍ତରଙ୍ଗ ମଣ୍ଡଳ ଶିକ୍ଷାଧିକାରୀ ଅଧୀନ ଶିଶୁଅ ପଞ୍ଚାୟତରେ ଏପରି ଘଟଣା ଦେଖିବାକୁ ମିଳିଛି। ଛେନୁଅଁ ପ୍ରାଥମିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri