ପୁରୀ

ଜୋରସୋରରେ ଚାଲିଛି ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ କାର୍ଯ୍ୟ

କୋଣାର୍କ,୮।୧୦(ଜ୍ୟୋତିରାଜ ମହାନ୍ତି)ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ କୋଣାର୍କରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ପାଇଁ ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ ଜୋରଦାର ଆଗେଇ ଚାଲିଛି। କୋଣାର୍କ ଏନ୍‌ଏସି ଓ୍ବାର୍ଡ ନଂ. ୧ ଜୁଣେଇ ମୌଜାରେ ‘ସୂର୍ଯ୍ୟମନ୍ଦିର ନିର୍ମାଣ ଶାଳା କମିଟି’ ପକ୍ଷରୁ ନୂତନ ମନ୍ଦିର ନିର୍ମାଣ...

ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ,୭ା୧୦(ଅଜିତ୍‌ ମହାନ୍ତି): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ରାସ୍ତା ସମ୍ପ୍ରସାରଣରେ ବିଦ୍ୟୁତ୍‌ ଖୁଣ୍ଟ, ଜବରଦଖଲ ବାଧକ

ଅସ୍ତରଙ୍ଗ,୬।୧୦ (ମମତା ଜେନା): ପୁରୀ ଜିଲାର ଅସ୍ତରଙ୍ଗ ଠାରୁ ପର୍ଯ୍ୟଟନ କ୍ଷେତ୍ର ପିର ଜହାନିଆ ବେଳାଭୂମି ପର୍ଯ୍ୟନ୍ତ ୫ କିଲୋମିଟର ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟରେ ବାଧକ ସାଜିଛି ରାସ୍ତା ଉପରେ ଥିବା ବିଦ୍ୟୁତ ଖୁଣ୍ଟ ଓ ଜବରଦଖଲ। ବିଦୁତ ଖୁଣ୍ଟ...

ରାସ୍ତାରେ ଖାଲଖମା, ଲୋକେ ହଇରାଣ

କୃଷ୍ଣପ୍ରସାଦ,୬।୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ରାମଲେଙ୍କା ପଞ୍ଚାୟତ ପାଇକେରାପୁରଠାରୁ ଜହ୍ନିକୁଦା ଘାଟ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡିଛି। ବିଶେଷକରି ବ୍ରାହ୍ମଣଦେଓ ହାଡ଼ି ପୋଖରୀ, ପିଟିଶାଳ ବିଟ ହାଉସ, ବଜ୍ରକୋଟ ବାଙ୍କ ଓ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୪ ଗୁରୁତର

ଅସ୍ତରଙ୍ଗ,୧।୧୦(ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଅସ୍ତରଙ୍ଗ କାକଟପୁର ରାସ୍ତା ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନାବାଳିକାଙ୍କ ସହ...

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ: ୧୫୦ କକ୍ଷ ବିଶିଷ୍ଟ ଅତିରିକ୍ତ ନିବାସ ନିର୍ମାଣ ନେଇ ଆଲୋଚନା 

ପୁରୀ,୨୬।୯ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ ଶେଷ ହୋଇଛି। କଟକ, ଖୋର୍ଦ୍ଧା, ନୟାଗଡ଼ରୁ ଜଲାସ୍ତରୀୟ ଲ୍ୟାଣ୍ଡ କମିଟିରେ ମଞ୍ଜୁର ହୋଇ ଆସିଥିବା ବିଭିନ୍ନ ଆବେଦନର ଶୁଣାଣି ହୋଇଛି । କଟକରେ ଦୁଇଟି ଅଞ୍ଚଳର ଜମି ଫୈସଲା ପାଇଁ...

୩ରେ ଓଡ଼ିଶା ବନ୍ଦ ଡାକରା ସ୍ଥଗିତ

ପୁରୀ,୨୬ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆସନ୍ତା ୩ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ତେବେ ଏନେଇ ସୋମବାର ପୁଣିଥରେ ଶ୍ରୀଜଗନ୍ନାଥ ସେନା ଏବଂ ଜିଲା ପ୍ରଶାସନ ମଧ୍ୟରେ...

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ଦାବି ତେଜିଲା

ପୁରୀ, ୨୯ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି। ମାତ୍ର ପ୍ରଶାସନ କର୍ଣ୍ଣପାତ କରୁନାହିଁ। ତେଣୁ ତୁରନ୍ତ ୪ ଦ୍ୱାର ଖୋଲିବା ଦାବି ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ...

ଶୀତଳଭଣ୍ଡାରରେ ଆଳୁ ଗଜା, ଚିନ୍ତାରେ ଚାଷୀ

ପିପିଲି,୨୪।୯(ଦୁର୍ଗାମାଧବ ମିଶ୍ର): ପିପିଲି ଅଞ୍ଚଳରେ ସରକାରୀ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ପୁରୀ ସଦର ଆଳପୁରରେ ଥିବା ଏକ ଘରୋଇ ଶୀତଳଭଣ୍ଡାରରେ ଆଳୁ ରଖିଥିଲେ। ହେଲେ ବସ୍ତାରେ ଥିବା ଆଳୁ ଗଜା ହୋଇଯାଇଛି, ଯାହାକି ଖାଇବା ଉପଯୋଗୀ ନୁହେଁ। ଏନେଇ...

ରତ୍ନଭଣ୍ଡାର ଖୋଲିବା ନେଇ ବିଧାନସଭାରେ ଦାବି ଉପସ୍ଥାପନ କରିବେ ବିଧାୟକ

ପୁରୀ,୨୪।୯(ଅଜିତ୍‌ ମହାନ୍ତି): ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଅନେକ ଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଉଛି। ଏପରି କି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି କରି ଶ୍ରୀଜଗନ୍ନାଥ ସେନା ତରଫରୁ ଆସନ୍ତା ୪ ତାରିଖରେ...

ଉଭୟ ପକ୍ଷର ୯ ଧରାପଡ଼ିଲେ

ପୁରୀ, ୨୧ା୯(ଅଜିତ୍‌ ମହାନ୍ତି): ଗଶେଣ ପୂଜାକୁ ନେଇ ମଙ୍ଗଳବାର ଅପରାହ୍ନରେ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂର୍ଘଷ ଘଟିଥିଲା। ଏହି ଘଟଣାରେ ଟାଉନ ଥାନା ପୋଲିସ ଉଭୟ ପକ୍ଷର ୯...

ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ୨ୟ ଟ୍ରାଏଲ ରନ୍‌

ପୁରୀ,୨୧ା୯(ଅଜିତ୍‌ ମହାନ୍ତି)ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ବୁଧବାର ପୁରୀରୁ ରାଉଲକେଲାକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ଅନୁଷ୍ଠିତ ହୋଇଛି। ଭୋର ୫ଟାରେ ଏହି ଟ୍ରେନ୍‌ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ ମିନିଟ୍‌ରେ ରାଉରକେଲାରେ ପହଞ୍ଚତ୍ଥିଲା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri