ଅପରାହ୍ନ ୩ଟାରୁ ଖୋଲିବ ପରିକ୍ରମା ମାର୍ଗ
ପୁରୀ,୧୨ା୧(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସବୁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୧୭ ତାରିଖରେ ଗଜପତି ମହାରାଜାଙ୍କ ଦ୍ୱାରା ପୂର୍ଣ୍ଣାହୁତି ଦିଆଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ...