ପୁରୀ

ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ

କଟକ (କାର୍ତ୍ତିକ ସାହୁ)/ ପୁରୀ,୨୧ା୭(ଅଜିତ୍‌ ମହାନ୍ତି): ପୁରୀ ସହରର ବଳିଆପଣ୍ଡା ଅଞ୍ଚଳରେ ଥିବା ଡମ୍ପିଂୟାଡ୍‌ ଚତୁଃପାର୍ଶ୍ୱରୁ ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ମ୍ୟୁନିସିପାଲିଟି ଆଇନ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ...

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୭ା୭(ଅଜିତ ମହାନ୍ତି): ଚିତାଲାଗି ଅମାବାସ୍ୟା ଅବସରରେ ସୋମବାର ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଦାରୁବିଗ୍ରହଙ୍କ ଚିତାଲାଗି ନୀତି ସମ୍ପନ୍ନ କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗମଣ୍ଡପ ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ସୋମବାର ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା...

ନୂଆ ରୂପ ପାଇବ ପୁରୀ ବେଳାଭୂମି

ପୁରୀ,୧୭ା୭(ଅଜିତ ମହାନ୍ତି): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। ପ୍ରତିିଦିନ ଲକ୍ଷାଧିକ ପର୍ଯ୍ୟଟକ ଦେଶବିଦେଶରୁ ପୁରୀ ବୁଲିବାକୁ ଆସିଥାନ୍ତି। ସେମାନେ ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ କିଛି ସମୟ ବିତାଇଥାନ୍ତି। ଯେପରି ଅଧିକରୁ ଅଧିକ ପର୍ଯ୍ୟଟକ ପୁରୀ ଆସିବେ ଓ...

ମନ୍ଥର ଗତିରେ ଚାଲିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

କାକଟପୁର, ୧୭ା୭(ଶୁଭଦର୍ଶନ ମିଶ୍ର): କାକଟପୁରର ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ଧାର୍ଯ୍ୟ ସମୟରେ ଏହି କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏପରିକି କାର୍ଯ୍ୟସ୍ଥଳରେ ସୂଚନାଫଳକ ନାହିଁ। ତେଣୁ କାର୍ଯ୍ୟ ବିଷୟରେ ଠିକ୍‌ ତଥ୍ୟ...

ପିପିଲି ଥାନାରେ କାମ କରୁନି ବଦଳି ନିୟମ

ପିପିଲି,୧୬।୭(ଦୁର୍ଗାମାଧବ ମିଶ୍ର)ରାଜ୍ୟରେ ବଢୁଥିବା ଅପରାଧକୁ ରୋକିବା, ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା, ଜନସାସଧାରଣଙ୍କୁ ସୁରକ୍ଷା ଦେବା, ଅପରାଧ ସଂଖ୍ୟା କମାଇବା ପାଇଁ ପୋଲିସ ବିଭାଗର କାର୍ଯ୍ୟ ଗୁରୁଦାୟିତ୍ୱ ରହିଛି। ସାଧାରଣତଃ ପୋଲିସ ବିଭାଗ ଏକତା, ଶାନ୍ତି ଓ ଶୃଙ୍ଖଳିତ ଉପରେ...

ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ, ନିଜ ଘରେ ପଢ଼ାଉଛନ୍ତି କର୍ମୀ

ଅସ୍ତରଙ୍ଗ,୧୬।୭(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅସ୍ତରଙ୍ଗ ପଞ୍ଚାୟତର ୫ ନମ୍ବର ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ପିଲାମାନେ ପଢାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଭଡ଼ା ଘରେ ଅଙ୍ଗନଓ୍ବାଡି...

ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍‌କୁ ନେଇ ଅସନ୍ତୋଷ

କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍‌ ରସିଦ୍‌ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ,...

ବର ବେଦିରେ ଧାରଣା ଦେଲେ ପ୍ରେମିକା: ବିବାହ ନ କଲେ ଜୀବନ ହାରିବି

ବଳଙ୍ଗା(କେଦାରେଶ୍ୱର ନନ୍ଦ)/ପିପିଲି, ୧୫।୭(ଦୁର୍ଗମାଧବ ମିଶ୍ର): ବେଦି ବନ୍ଧା ସରିଛି, ରଙ୍ଗବେରଙ୍ଗ କପଡ଼ା ସଜେଇ ହୋଇଛି। ଭୋଜି ପାଇଁ ପୂରା ପ୍ରସ୍ତୁତ। ସେପେଟ ମଙ୍ଗଳକୃତ୍ୟ ଓ ବିବାହ ଉତ୍ସବ ହୋଇଥାନ୍ତା। ହେଲେ ଏହି ସମୟ ମଧ୍ୟରେ ହଠାତ୍‌ ଜଣେ ଯୁବତୀ ଆସି...

ଆନନ୍ଦ ବଜାରରେ ଲାଗିବ ରେଟ୍‌ ଚାର୍ଟ: ହଟିବେ ଅଣସେବାୟତ

ପୁରୀ,୧୫।୭(ଅଜିତ୍‌ ମହାନ୍ତି): ଗତ କିଛିଦିନ ହେଲା ଶ୍ରୀମନ୍ଦିର ଆନନ୍ଦବଜାରରେ ବିଶୃଙ୍ଖଳା ଦେଖାଦେଉଥିଲା। ଆନନ୍ଦ ବଜାରରେ ଭକ୍ତମାନେ ଅନେକ ସମୟରେ ଦଲାଲଙ୍କ ଶିକାର ହେବା ଖବର ବାରମ୍ବାର ସାମ୍ନାକୁ ଆସୁଥିଲା। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରୁଥିଲେ। ତେଣୁ ଆନନ୍ଦବଜାରରେ...

ସେବାୟତ ଶ୍ମଶାନ ପାଇଁ ଜମି ଚିହ୍ନଟ

ସାକ୍ଷୀଗୋପାଳ,୧୩।୭(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ସାକ୍ଷୀଗୋପାଳ ମନ୍ଦିର ସେବାୟତ ଶ୍ମଶାନ ଭଙ୍ଗା ଓ ନିର୍ମାଣକୁ ନେଇ ଲାଗିରହିଥିବା ବିବାଦର ସମାଧାନ ନିମନ୍ତେ ସ୍ଥାନୀୟ ଜଳସେଚନ ଡାକବଙ୍ଗଳାରେ ବୁଧବାର ଉଚ୍ଚସ୍ତରୀୟ ବୈଠକ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିବାଦ...

୧୩ବର୍ଷ ହେବ ନିର୍ଯାତନା ଦେଉଛି କଙ୍ଗାରୁ କୋର୍ଟ

ପିପିଲି,୯।୭(ପ୍ରଭାତ ମହାପାତ୍ର)ପିପିଲି ଥାନା ଅଞ୍ଚଳରେ ଚାଲିଛି କଙ୍ଗାରୁ କୋର୍ଟ। ବାହିଲିପଡା ଗ୍ରାମର ଦିଲୀପ ପାଟ୍ଟସାହାଣୀ ଦୀର୍ଘ ୧୩ବର୍ଷ ହେଲା ଗାଁରୁ ନିଆଁପାଣି ବାସନ୍ଦର ଶିକାର ହୋଇ ଅନେକ ନିର୍ଯାତନା ଭୋଗୁଛୁ। ଏପରିକି ତାଙ୍କ ବଡ଼ଭାଇ ସ୍ନେହକର ପାଟ୍ଟସାହାଣୀ ଓ କିଛି...

ରଥ ଉପରେ ଅଣସେବାୟତ ନେଇ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ

ପୁରୀ,୮।୭: ରଥ ଉପରେ ରିଲ୍ସ । ମହାପ୍ରଭୁଙ୍କ ରଥଯାତ୍ରା ସମୟରେ ସେବାୟତ ବେଶରେ ଅଣ ସେବାୟତ ରଥ ଉପରକୁ ଯାଇ ରିଲ୍ସ କରିଥିବା ଅଭିଯୋଗ ହୋଇଛି । କେବଳ ରିଲ୍ସ ନୁହେଁ ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ମଧ୍ୟ ଫଟୋ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri