ପୁରୀ

ତାଳଧ୍ୱଜ ରଥର ଭୋଇ ସେବକଙ୍କ ମୃତ୍ୟୁ

ପୁରୀ,୭ା୭(ଅଜିତ୍‌ ମହାନ୍ତି):ଚଳିତବର୍ଷ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ରଥ ଟଣା ସମୟରେ ଏକ ଅଘଟଣ ଘଟିଥିଲା। ଯେଉଁଥିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥର ଭୋଇ ସେବକ ନକୁଳ ଭୋଇଙ୍କ ସମେତ କେତେଜଣ ଭକ୍ତ ଆହତ ହୋଇଥିଲେ। ତେବେ ଆହତ ହୋଇଥିବା ଭୋଇ...

ପୁଣି ମହାପ୍ରଭୁଙ୍କ ନାଁରେ ଠକେଇ

ପୁରୀ,୪।୭: ପୁଣି ମହାପ୍ରଭୁଙ୍କ ନାଁରେ ଅନଲାଇନ ଠକେଇ ଅଭିଯୋଗ ହୋଇଛି। ରାଜ୍ୟ କିମ୍ବା ଦେଶ ଭିତରେ ନୁହେଁ ବିଦେଶ ଯାଏ ଏହି ଠକେଇର ଚେର ଲମ୍ବିଛି। ଡ଼ଲାରରେ ଭକ୍ତଙ୍କଠାରୁ ଦକ୍ଷିଣା ନିଆଯାଉଛି । ଶ୍ରୀଜଗନ୍ନାଥ ମନ୍ଦିରରେ ସିଦ୍ଧ ପୂଜା, ଶାଳଗ୍ରାମ...

ଘରୋଇ କ୍ଷୀର କମ୍ପାନୀର ବିଷାକ୍ତ ପାଣି ଯୋଗୁ ଫସଲ କ୍ଷତି, ବ୍ୟାପୁଛି ଚର୍ମରୋଗ

ଗୋପ,୩।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ- କୋଣାର୍କ ରାସ୍ତାର ଶାରଡ଼ା ଛକ ନିକଟରେ ଥିବା ଏକ ଘରୋଇ କ୍ଷୀର କମ୍ପାନୀର ଜଳ ଓ ବାୟୁ ପ୍ରଦୂଷଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏପରି ବାରମ୍ବାର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରରେଗ୍ରାମବାସୀ ଆସନ୍ତା...

ଶ୍ରୀମନ୍ଦିର ସିଂହଦ୍ୱାର କବାଟରେ ଓଲଟା ସିଂହମୂର୍ତ୍ତି

ପୁରୀ,୩ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରାଯାଇଛି। ତେବେ ସିଂହଦ୍ୱାର ରୁପା ଛାଉଣି କବାଟରେ ଓଲଟା ସିଂହମୂର୍ତ୍ତି ସ୍ଥାନିତ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଥିବାବେଳେ ବିବାଦ ସୃଷ୍ଟି ହୋଇଛି। ତୁରନ୍ତ ଏହାକୁ...

ପୁରୀରୁ କାକଟପୁର ମୋ ବସ୍‌ ସେବା ଆରମ୍ଭ

ପୁରୀ,୨।୭(ଅଜିତ୍‌ ମହାନ୍ତି)ଜୁଲାଇ ୧ଠାରୁ ବିଧିବଦ୍ଧ ଭାବେ ପୁରୀରୁ କାକଟପୁର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଦାରା ମୋ ବସ୍‌ ସେବା ଆରମ୍ଭ ହୋଇଯାଇଛି। ଏହି ବସ୍‌ ଭାୟା ବାଲିଘାଇ ଛକ ଓ କୋଣାର୍କ ହୋଇ ଯାତାୟାତ କରିବ। କୋଣାର୍କ ଏକ ଅନ୍ତର୍ଜାତୀୟସ୍ଥରୀୟ...

ଆଜି ମହାପ୍ରଭୁଙ୍କୁ ଲାଗି ହେବ ନୀଳାଚଳ ଅବଢ଼ା

ପୁରୀ,୨।୭(ଅଜିତ୍‌ ମହାନ୍ତି)ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ...

ନୀଳକନ୍ଦରକୁ ବାହୁଡ଼ିଲେ ଲୀଳାମୟ

ପୁରୀ,୧l୭( ଅଜିତ୍ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମ୍‌କ ଯାତ୍ରା ସାରି ପବିତ୍ର ଆଷାଢ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ବଡ଼ଭାଇ ବଳଭଦ୍ର ଏବଂ ସାନ ଭଉଣୀ ମା’ ସୁଭଦ୍ରାଙ୍କଙ୍କ ସହ ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି l ଚତୁର୍ଦ୍ଧା...

‘ସୁନା ନୁହେଁ, ପିତ୍ତଳ ଥାଳିରେ ଖାଉଛନ୍ତି ମହାପ୍ରଭୁ’

ପୁରୀ, ୩୦ା୬(ଅଜିତ୍‌ ମହାନ୍ତି): କୋଟି କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ ପିତ୍ତଳ ଥାଳିରେ ଖାଉଛନ୍ତି ଏବଂ ପୁରୁଣା ଅଳଙ୍କାର ପରିଧାନ କରୁଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ପ୍ରଚୁର ରତ୍ନଅଳଙ୍କାର ଗଚ୍ଛିତ ରହିଥିଲେ ମଧ୍ୟ ଜଗତ ଠାକୁରଙ୍କ ବ୍ୟବହାରରେ ତାହା ଲାଗିପାରୁନାହିଁ।...

୫ ବର୍ଷ ହେଲା ହୋଇନି ପାର୍କିଂ ଟେଣ୍ଡର

କୋଣାର୍କ,୩୦।୬(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ଚାରିଚକିଆ ଯାନ, ବସ୍‌, ଅଟୋରିକ୍ସା ପାର୍କିଂ ନିମନ୍ତେ କୋଣାର୍କ ଏନ୍‌ଏସି ପକ୍ଷରୁ ଗତ ୨୦୧୮ ମସିହାଠାରୁ ଟେଣ୍ଡର ପ୍ରକ୍ରିୟା ମାଧ୍ୟମରେ ପାର୍କିଂ ସ୍ଥାନ ନିଲାମ କରାଯିବାର ନିୟମ ରହିଛି।...

‘ମଦରଙ୍ଗ-ଷୋଳପୁର ନଦୀବନ୍ଧ ରାସ୍ତା କାର୍ଯ୍ୟ ଶୀଘ୍ର କର’

ଗୋପ,୩୦।୬(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପସ୍ଥିତ ଶୋଳପୁର-ମଦରଙ୍ଗ ନଦୀବନ୍ଧ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ଅଭିଯୋଗ ଆସିବା ପରେ ନିମାପଡ଼ା ଜଳସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ବୈକୁଣ୍ଠନାଥ ଦଳାଇ ଗୁରୁବାର ନଦୀବନ୍ଧ ବୁଲିବା ସହ ତୁରନ୍ତ ରାସ୍ତା କାର୍ଯ୍ୟ ମରାମତି...

ସୁନାବେଶ ଦେଖିଲେ ୧୧୦ ବର୍ଷୀୟା ମହିଳା

ପୁରୀ,୩୦ା୬(ଅଜିତ୍‌ ମହାନ୍ତି): ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଅବସରରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଲକ୍ଷାଧିକ ଭକ୍ତଙ୍କ ମଧ୍ୟରେ ଥିଲେ ଜଣେ ଶତାୟୁ...

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ,୩୦ା୬ (ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସରିଆସୁଛି। ଗୁରୁବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ଶୁକ୍ରବାର ତିନିରଥ ଉପରେ ଅଧରପଣା ନୀତି ସମ୍ପନ୍ନ କରାଯିବ। ରଥାରୂଢ ଠାକୁରମାନଙ୍କୁ ପଣା ଲାଗିହେବ। ମହାପ୍ରଭୁଙ୍କ ଅଧର ପର୍ଯ୍ୟନ୍ତ ମାଟିହାଣ୍ଡିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri