ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ
ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର...