ପୁରୀ

ରଥଯାତ୍ରା ଉପଲକ୍ଷେ ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ): ଆସନ୍ତା ୨୦ ତାରିଖ ମଙ୍ଗଳବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ସହରରେ କିପରି ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁ ହେବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ...

‘ତ୍ରୟୋଦଶୀ ତିଥି ପରେ ରଥଯାତ୍ରା କରାଯିବା ଅନୁଚିତ’

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ଅଦିନରେ ରଥଯାତ୍ରା କରୁଥିବା ବ୍ୟକ୍ତିବିଶେଷ ଓ ସଙ୍ଗଠନ ଧୀରେ ଧୀରେ ବାଟକୁ ଆସିବେ। ପରମ୍ପରା ଓ ଶାସ୍ତ୍ର ଅନୁଯାୟୀ, ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ତିଥି ଅନୁସାରେ ଭାରତର ବିଭିନ୍ନ...

ରଥଯାତ୍ରାରେ ମୁତୟନ ହେବେ ୧୭୦ ପ୍ଲାଟୁନ ଫୋର୍ସ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଏବଂ...

ସରକାରୀ ସ୍ତରରେ ହୋଇନି ପ୍ରସ୍ତୁତି

ସାକ୍ଷୀଗୋପାଳ, ୧୮ା୬ (ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର) ପୁରୀ ଜିଲା ସାକ୍ଷୀଗୋପାଳସ୍ଥିତ ସୁଆଣ୍ଡୋର ସୁଯୋଗ୍ୟ ପୁତ୍ର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧବାର୍ଷିକୀ ରବିବାର ପାଳନ ହେବାକୁ ଯାଉଛି। ଏ ନେଇ ବିଭିନ୍ନ ସଂଗଠନ, ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ଚାଲିଥିବା...

ତଦନ୍ତ ପରେ ପଦକ୍ଷେପ: ମୁଖ୍ୟ ପ୍ରଶାସକ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ପୁରୀ ପାଇକ ସାହିରେ ନକଲି ମହାପ୍ରସାଦ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତା ମୁହଁ ଖୋଲିଛନ୍ତି। ଏ ନେଇ ଅଭିଯୋଗକୁ ସୁଆର ମହାସୁଆର ନିଯୋଗର ସମ୍ପାଦକ...

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର ସାନଉଛୁଳା ଚକ ବା ପଛୁଆଣି ଚକର ଅଖରେ ଫାଟ ସୃଷ୍ଟି ହୋଇଛି। ଫଳରେ...

ପଞ୍ଚସଖାଙ୍କ ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ,୧୭ା୬(କିଶୋର ମହାପାତ୍ର /ପ୍ରଶାନ୍ତ ବାରିକ) ପୁରୀ ଜିଲା ସତ୍ୟବାଦୀ ବକୁଳବନରେ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ରକ୍ଷା ନିମନ୍ତେ ପ୍ରତିଷ୍ଠା ହୋଇଥିବା ପଞ୍ଚସଖା ସ୍ମୃତି ସମାଧିପୀଠ ଏବେ ଅବହେଳିତ ହୋଇପଡ଼ିଛି। ଅନାବନା ଲଟା ବୁଦାରେ ଏହି ପୀଠ ପରିପୂର୍ଣ୍ଣ ହୋଇଥିବାବେଳେ ସନ୍ଧ୍ୟା...

ଭିଜିଲାନ୍ସ ଜାଲରେ କୋଟିପତି ନିଲମ୍ବିତ ଯୋଗାଣ ଅଧିକାରୀ

ଭୁବନେଶ୍ୱର(ସତ୍ୟଜିତ୍‌ ରାଉତ)/ନିମାପଡ଼ା(ବିଚିତ୍ରାନନ୍ଦ ସାହୁ), ୧୭ା୬: ସରକାରୀ କ୍ଷମତାର ଅପବ୍ୟବହାର କରି ନିଲମ୍ବିତ ହୋଇଥିବା ନୟାଗଡ଼ ଜିଲା ଯୋଗାଣ ଅଧିକାରୀ (ସିଏସ୍‌ଓ) ବ୍ରଜେନ୍ଦ୍ର କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସର ୮ଟି...

ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ,୧୭ା୬(ଅଜିତ୍‌ ମହାନ୍ତି) ଅଦିନିଆ ରଥଯାତ୍ରାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ଚଳିତ ମାସ ୨୪ତାରିଖରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବ ବୋଲି ସୋସିଆଲ ମିଡିଆରେ ଖବର ଘୂରିବୁଲୁଛି। ଏହି ଅଦିନିଆ ରଥଯାତ୍ରାକୁ ଓଡ଼ିଶାର ଜଗନ୍ନାଥପ୍ରେମୀ ଓ ଶ୍ରୀମନ୍ଦିର...

ନକଲି ମହାପ୍ରସାଦକୁ ନେଇ ଚିନ୍ତା

ମହାପ୍ରଭୁଙ୍କ ଅବଢ଼ା ନାଁ ଶୁଣିଦେଲେ ମନରେ ଭରିଯାଏ ଭକ୍ତି। ଟିକେ ମହାପ୍ରସାଦ ପାଇଗଲେ ଜୀବନ ଧନ୍ୟ ହୋଇଯିବା ଭଳି ମନେ ହୁଏ। ହେଲେ ମହାପ୍ରସାଦ ବି ନକଲି ପ୍ରସ୍ତୁତ ହେବା ସହ ବିକ୍ରି ହେଉଥିବା ଅଭିଯୋଗ ଉଠିଛି। ଶ୍ରୀମନ୍ଦିରରେ ଯେପରି...

ଶୋଇପଡ଼ିଲେ ଫାଣ୍ଡି ଅଧିକାରୀ, ଚମ୍ପଟ ମାରିଲେ ଅଭିଯୁକ୍ତ

ଗୋପ,୧୬।୬(ଭାରତୀ ଭୂଷଣ ଉପାଧ୍ୟାୟ): ପୁରୀ ଜିଲା ଗୋପ ଥାନାର ନୟାହାଟ ଫାଣ୍ତିରୁ ବୁଧବାର ଅପରାହ୍ନରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ଫାଣ୍ଡି ଅଧିକାରୀ ଓ କର୍ମଚାରୀମାନେ ଶୋଇଥିବାବେଳେ ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ବାହାର ପଟୁ କବାଟରେ ଶିକୁଳି...

ଦଣ୍ଡ ପ୍ରଣାମ କରି ରାଜସ୍ଥାନରୁ ପୁରୀ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ ଉଦ୍ଦେଶ୍ୟରେ ରାଜସ୍ଥାନରୁ ଜଣେ ଭକ୍ତ ଦଣ୍ଡ ପ୍ରମାଣ କରି ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ଏହି ଭକ୍ତ ଜଣଙ୍କ ହେଉଛନ୍ତି ରାଜସ୍ଥାନର ଶ୍ରୀରାମ ଗୁଜ୍ଜର। ଶ୍ରୀରାମ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri