ପୁରୀ

ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ

ପୁରୀ ଅଫିସ/ବ୍ରହ୍ମଗିରି,୩୦।୫(ଡି.ଏନ୍‌.ଏ.): ବ୍ରହ୍ମଗିରି ସ୍ଥିତ ମହାପ୍ରଭୁ ଅଲାରନାଥଙ୍କ ପୀଠକୁ ସୋମବାର ପୁରୀର ମହାପ୍ରଭୁଙ୍କ ନନ୍ଦିଘୋଷର ପୁରୁଣା ରଥ ଚକ ଆସି ପହଞ୍ଚତ୍ଛି। ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ତିନିରଥରେ ବହନ କରିଥିବା ରଥ ଚକ ପ୍ରତି ଏକ ଆଧ୍ୟାମତ୍ିକ ଚିନ୍ତାଧାରା ସୃଷ୍ଟି ହୋଇଛି।...

୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ

ପୁରୀ ଅଫିସ,୩୦ା୫: ଆସନ୍ତା ୪ ତାରିଖରେ ଶ୍ରୀବିଗ୍ରହଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ରଥଖଳାରେ ତିନି ରଥର ଚାରି ନାହାକା ଉଠିଥାଏ। ତେବେ ଚଳିତ ବର୍ଷ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ...

ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ...

ବାପପୁଅଙ୍କ ୩ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ପୁରୀ ଅଫିସ/ବ୍ରହ୍ମଗିରି, ୨୯ା୫(ଡି.ଏନ୍‌.ଏ): ଦୀର୍ଘଦିନ ଧରି ନିଶା କାରବାର ମାଧ୍ୟମରେ ଅଚଳାଚଳ ସମ୍ପତ୍ତି ଠୁଳ କରି କୋଟିପତି ପାଲଟିଥିବା ଗଞ୍ଜେଇ ମାଫିଆ ବିଜୟ ପାଣି ଏବଂ ତାଙ୍କ ପୁଅ ଶତ୍ରୁଜିତ୍‌ ପାଣିଙ୍କ ୩କୋଟି ଟଙ୍କାର ସମ୍ପତ୍ତିି ବାଜ୍ୟାପ୍ତି କରିଛି ପୁରୀ...

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।...

ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍‌-୧ ଓ ସମେଟିଭ୍‌-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ଏବଂ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଅନୁଷ୍ଠିତ ହୋଇଆସୁଥିଲା। ଛାତ୍ରୀଛାତ୍ର...

ରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱ

ପୁରୀ ଅଫିସ,୨୮ା୫: ପୁରୀ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ ପକ୍ଷରୁ ଏକ ସମନ୍ବୟ ବୈଠକ ଆଞ୍ଚଳିକ ପରିବହନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ରଥ ଯାତ୍ରା କିପରି ଶାନ୍ତିଶୃଙ୍ଖଳାରେ ସୁଚାରୁ ରୂପେ ପାଳନ କରାଯିବ ସେନେଇ ଆଲୋଚନା ଏହି...

ଶ୍ରୀମନ୍ଦିରରେ ଅଘଟଣ: ଗରମ ଡାଲି ପଡ଼ି ଦୁଇ ଗୁରୁତର

ପୁରୀ ଅଫିସ, ୨୭।୫: ଶ୍ରୀମନ୍ଦିରରେ ଶନିବାର ଅଘଟଣ ଘଟିଛି। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସରିବା ପରେ ବୋଝ ବାହାକମାନେ ବୋଝରେ ମହାପ୍ରସାଦ ବୋହୁଥିଲେ । ତେବେ ଭୋଗମଣ୍ଡପ ସମ୍ମୁଖ ରାସ୍ତା ଖସଡ଼ା ଥିବାରୁ ଦୁଇଜଣଙ୍କ ଗୋଡ ଖସି ଯାଇଥିଲା...

ସହର ହେବ ୫ ଜୋନ୍‌, ଜଗିବେ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୨୭ା୫: ଆସନ୍ତା ଜୁନ ୪ରେ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବା ସହ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନଯାତ୍ରା ସହ ହାତୀବେଶ ଦର୍ଶନ ନିମନ୍ତେ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିବ। ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ।...

ଏମ୍‌ଆର୍‌ ଯାଞ୍ଚ ପାଇଁ ଆକାଉଣ୍ଟସ କମିଟି ଗଠିତ

କୋଣାର୍କ,୨୬।୫(ଡି.ଏନ୍‌.ଏ.): କୋଣାର୍କ ଭଗବତୀ ମହାବିଦ୍ୟାଳୟର ପୂର୍ବତନ କିରାଣି ନକଲି ରସିଦ କାଟି ଛାତ୍ରୀଛାତ୍ରଙ୍କର ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିବା କଥା ଲୋକଲୋଚନକୁ ଆସିବା ପରେ ଅଞ୍ଚଳରେ ନାନା ଚର୍ଚ୍ଚା ଧରିଛି। ଗତ ଡିସେମ୍ବରରୁ ପ୍ରମୋଶନ ପାଇ ଉକ୍ତ...

କାଳବୈଶାଖୀ ତାଣ୍ଡବ: ୫ ଆହତ

ବଳଙ୍ଗା/ପିପିଲି/ନିମାପଡ଼ା, ୨୬।୫(ଡି.ଏନ୍‌.ଏ./ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ଗୁରୁବାର ବଳଙ୍ଗା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାରୁ ଅଞ୍ଚଳର ବିଭିନ୍ନ ଗ୍ରାମ ଓ ମୁଖ୍ୟ ରାସ୍ତାରେ ଥିବା ବଡ଼ ବଡ଼ ଗଛ...

ଗୋପରୁ ପ୍ରାକୃତିକ ଗ୍ୟାସ ସନ୍ଧାନ ମିଳିବା ଘଟଣା: ମେଶିନରେ ପଥର ବାଜିବାରୁ ଖନନ ବନ୍ଦ

ଗୋପ,୨୬।୫(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ପଞ୍ଚାୟତର କୁଶୁପୁରୁ ଗ୍ରାମ ନିକଟରୁ ବାହାରିବାକୁ ଥିବା ପ୍ରାକୃତିକ ଗ୍ୟାସ ସନ୍ଧାନ ଏବେ ଆଶା ମଉଳିଛି। ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ କରାଯାଉଥିବା ସେସମିକ ସର୍ଭେରେ ଖନନ ପାଇଁ ଲଗାଯାଇଥିବା ରିଗ୍‌ ମେଶିନରୁ ବହୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri