ପୁରୀ

ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୬ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଜହ୍ନିକୁଦାରୁ ସାତପଡ଼ାକୁ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ବୁଧବାର ଚିଲିକାରେ ଫସିଯାଇଥିଲା। ଫଳରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବରପାଇ ଅନ୍ୟ ଦୁଇଟି ଡଙ୍ଗା ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର...

ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି

ପୁରୀ ଅଫିସ, ୫।୪: ଚୈତ୍ର ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଦୟଣା (ଦମନକ) ଚୋରି ନୀତି ସମ୍ପନ୍ନ ହୋଇଛି। ଅପରପକ୍ଷରେ ଏହି ନୀତି ଯୋଗୁ ଶ୍ରୀମନ୍ଦିରରେ ରାମଲୀଳା ନୀତି ବନ୍ଦ ରହିଥିଲା। ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ...

ପୁରୀରେ ପହଞ୍ଚିଲା ୮୨୦୦ ଇଭିଏମ୍‌

ପୁରୀ ଅଫିସ, ୫।୪: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ହାଇଦ୍ରାବାଦ ପ୍ରୋସେସିଂ ୟୁନିଟ୍‌ରୁ ୬ଟି ଟ୍ରକ ଯୋଗେ ୮୨୦୦ଟି ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଆସି ମଙ୍ଗଳବାର ପୁରୀରେ ପହଞ୍ଚତ୍ଛି। ଏଥିରେ ୪୧୦୦ଟି...

୧୧ନଂ. ଜୋନ ଜିଲା ପରିଷଦର ବିଜେଡି ପ୍ରାର୍ଥୀ ଭାଗୀରଥି

ଗୋପ,୪।୪(ଡି.ଏନ୍‌.ଏ.): ପୁରୀ ଜିଲା ଅନ୍ତର୍ଗତ ଗୋପ -ନିମାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନର ଜିଲା ପରିଷଦର ବିଜେଡି ପ୍ରାର୍ଥୀ ଚୟନ କରାଯାଇଛି। ସୋମବାର ରାତି ୯ଟାରେ ଗୋପ ବ୍ଲକ ଅନ୍ତର୍ଗତ ମଦରଙ୍ଗ ନିକଟସ୍ଥ ନୀଳକଣ୍ଠେଶର ମନ୍ଦିର ପ୍ରାଙ୍ଗଣରେ...

ରତ୍ନଭଣ୍ଡାର ଯାଞ୍ଚ, ମରାମତି ନେଇ ପ୍ରଶାସନ ନୀରବ

ପୁରୀ ଅଫିସ,୪ା୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଓ ଯାଞ୍ଚ ପାଇଁ ସାଧାରଣରେ ଦାବି ହେଉଥିବାବେଳେ ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ନିକଟକୁ ଏକ ଚିଠି ଲେଖାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ...

ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ ଗ୍ରହଣ କରିବା ପରେ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ ପୁରୀ...

ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା

ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ବାନା ଦରକୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଦର ୨୦୦...

ଆକ୍ସନ ପ୍ଲାନ୍‌ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୩୦।୩:ଆସନ୍ତା ଜୁନ୍‌ ୨୦ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ବିଗତ ବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ କରିବା ନେଇ ବୁଧବାର ପ୍ରଥମ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲପାଳ ସମର୍ଥ ବର୍ମାଙ୍କ...

ପୁରୀରେ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ ଅଫିସ,୨୯ା୩: ପୁରୀ ରେଳ ଷ୍ଟେଶନ ନିକଟରେ ସୋମବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନଟି ସଂଟିଙ୍ଗ କରୁଥିବା ସମୟରେ ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୦ରେ ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନ ନଂ....

ଚାଉଳକୁ ନେଇ ଚିନ୍ତାରେ ହିତାଧିକାରୀ

ପୁରୀ ଅଫିସ, ୨୭ା୩: ରାଶନ କାର୍ଡ ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ଚାଉଳ ଯୋଗାଇ ଦିଆଯାଉଛି। ତେବେ କେତେକ ସ୍ଥାନରେ ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳରେ ପ୍ଲାଷ୍ଟିକ୍‌ ଚାଉଳ ମିଶିଥିବା ଅଭିଯୋଗ ହେଉଛି। ପୁରୀ ପୌରସଂସ୍ଥା ଅନ୍ତର୍ଗତ ବଳିଆପଣ୍ଡା...

ପୁରୀରେ ୫-ଟି ସଚିବ

ପୁରୀ ଅଫିସ,୨୫।୩: ପୁରୀରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଶୁକ୍ରବାର ସକାଳୁ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହାସହ ମା ଲକ୍ଷ୍ମୀ, ବିମଳା...

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri