ପୁରୀ

ଚାଉଳକୁ ନେଇ ଚିନ୍ତାରେ ହିତାଧିକାରୀ

ପୁରୀ ଅଫିସ, ୨୭ା୩: ରାଶନ କାର୍ଡ ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ଚାଉଳ ଯୋଗାଇ ଦିଆଯାଉଛି। ତେବେ କେତେକ ସ୍ଥାନରେ ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳରେ ପ୍ଲାଷ୍ଟିକ୍‌ ଚାଉଳ ମିଶିଥିବା ଅଭିଯୋଗ ହେଉଛି। ପୁରୀ ପୌରସଂସ୍ଥା ଅନ୍ତର୍ଗତ ବଳିଆପଣ୍ଡା...

ପୁରୀରେ ୫-ଟି ସଚିବ

ପୁରୀ ଅଫିସ,୨୫।୩: ପୁରୀରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଶୁକ୍ରବାର ସକାଳୁ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହାସହ ମା ଲକ୍ଷ୍ମୀ, ବିମଳା...

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା।...

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ

ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା...

ପଡ଼ୋଶୀ ଘରର ଖଣ୍ଡାରେ ଉଭୟ ପକ୍ଷର ୩ ଗୁରୁତର

ପୁରୀ ଅଫିସ,୨୧।୩: ପୁରୀ ଜିଲା ସଦର କଣ୍ଠପୁର ଗ୍ରାମରେ ପଡ଼ୋଶୀ ଘରର ଖଣ୍ଡା ଆକ୍ରମଣରେ ଉଭୟ ପକ୍ଷରୁ ୩ ଜଣ ଗୁରୁତର ହୋଇଛନ୍ତି । ୩ ଜଣଙ୍କ ମଧ୍ୟରୁ ଦୁଇ ଜଣ ଶଙ୍କର ପ୍ରଧାନ ଓ ଟୁନିଆ ପ୍ରଧାନ ବୋଲି...

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏ ସାଧାରଣ ଦର୍ଶନ ମନା

ପୁରୀ ଅଫିସ,୨୧।୩: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଏ ନେଇ ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଜାରି...

ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ

ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ...

କମାକଣ୍ଟିଆ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ବିରୋଧରେ ଅଭିଯୋଗ, ତଦନ୍ତ ରିପୋର୍ଟ ଚାପିଛି ଜିଲା ସ୍ବାସ୍ଥ୍ୟ ବିଭାଗ

ପୁରୀ ଅଫିସ,୨୦ା୩: ପିପିଲି ବ୍ଲକ୍‌ର କମାକଣ୍ଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟୋଜିତ ଥିବା ଡାକ୍ତର ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ନେଇ ସାମାଜିକ କର୍ମୀ ଦିଲୀପ ବରାଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଥିଲେ। ଏନେଇ ବାରମ୍ବାର ଅଭିଯୋଗ...

ବଢୁଛି ଅପରାଧ, ଚିନ୍ତାରେ ପୋଲିସ

ପୁରୀ ଅଫିସ,୨୦ା୩: ପର୍ଯ୍ୟଟନ ସହରରେ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ପୋଲିସ କିଛି ମାତ୍ରାରେ ବଟି ଆଦାୟ ଓ ନିଶାଦ୍ରବ୍ୟ କାରବାର ଉପରେ ନିୟନ୍ତ୍ରଣ ପାଇଛି। ମାତ୍ର ଅନ୍ୟ ଆପରାଧିକ ମାମଲା ରୋକିବାରେ ବିଫଳ ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି।...

ଘରଠୁ ହୋଟେଲ ସବୁଠି ପଖାଳର ବାସ୍ନା

ପୁରୀ ଅଫିସ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ...

ଆଜି ଶ୍ରୀମନ୍ଦିରରେ ୫ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୦ା୩:ଚୈତ୍ର ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ଏହା ଏକ ଗୁପ୍ତନୀତି। ଦ୍ୱିତୀୟ ଭୋଗମଣ୍ଡପ...

ପୁରୀ ବଡ଼ଦାଣ୍ଡରେ ହଣାହଣି

ପୁରୀ ଅଫିସ, ୧୮ା୩: ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୩ ଜଣ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକମାନେ ହେଲେ ଦଇତାପଡ଼ା ସାହିର ହୃଷୀକେଶ ପଣ୍ଡା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri