ପୁରୀ

ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଲଢ଼େଇ ପରିବାରର ଓଡ଼ିଶାର...

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ରଥାଯାତ୍ରା ପୂର୍ବରୁ ହେବ ଗୁଣ୍ଡିଚା ମନ୍ଦିର ମରାମତି

ପୁରୀ ଅଫିସ୍‌,୨୪।୧(ଡି.ଏନ୍‌.ଏ.): ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇରେ ହେବ । ୩ ଠାକୁର ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଓ ବାହାର ମରାମତି କରିବାକୁ ପ୍ରଶାସନ ପ୍ରସ୍ତୁତି ଚଳାଇଛି । ଏହି...

ୟୁଟ୍ୟୁବ୍‌ ଦେଖାଇଲା ରୋଜଗାର ବାଟ

ପିପିଲି,୨୩।୧(ଡି.ଏନ୍‌.ଏ.):ନିମାପଡ଼ା ଅଞ୍ଚଳର ଯୁବଚାଷୀ ପରେଶ ଗୁରୁ। ସେ ଜଣେ ଡ୍ରାଇଭର ହୋଇଥିବାବେଳ ୟୁଟ୍ୟୁବ ଦେଖି ଚାଷକୁ ପେସା ଭାବରେ ଗ୍ରହଣ କରି ସ୍ବାବଲମ୍ବୀ ହୋଇପାରିଛନ୍ତି। ସେ ଅଳ୍ପ ଜମିରେ କିଭଳି ଚାଷ କରାଯାଇ ପାରିବ, ସେନେଇ ପରୀକ୍ଷାମୂଳକ ଭାବରେ କଞ୍ଚା...

ଗ୍ଲୋରି କୁଇନ୍‌ ମୁକୁଟ ପିିନ୍ଧିଲେ ପୂଜା ବିଶ୍ବାସ

ପୁରୀ ଅଫିସ,୨୩ା୧:ଶ୍ରୀକ୍ଷେତ୍ରର ଯୁବ ସାଂସ୍କୃତିକ ଅନୁଷ୍ଠାନ ଜାତୀୟ ଯୁବ ସମନ୍ବିତ କେନ୍ଦ୍ର ଆନୁକୂଲ୍ୟରେ ୩ଦିନ ଧରି ବେଳାଭୂମିରେ ଚାଲିଥିବା ‘ଗ୍ଲୋରି ଫେଷ୍ଟ-୨୦୨୩’ ରବିବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ଅତିଥି ଭାବେ ମନ୍ତ୍ରୀ ରୀତା ସାହୁ, ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ...

ମହାପ୍ରଭୁଙ୍କୁ ଦର୍ଶନ କଲେ ଅନୁପମ୍‌ ଖେର୍‌

ପୁରୀ ଅଫିସ,୨୩ା୧: ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର୍‌ ରବିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଅନୁପମ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍‌ ଭାବବିହ୍ବଳ ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅନୁପମ୍‌ ମଧ୍ୟାହ୍ନ ପ୍ରାୟ ୧୨ଟାରେ ସୁରକ୍ଷା ବଳୟ...

ଆପୋସ ସମାଧାନ ଚାହୁଁଛି: ଶ୍ରୀୟା

ପୁରୀ ଅଫିସ,୨୨।୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅତ୍ୟଧିକ ମଦ ପିଅନ୍ତି। ମଦ ଛାଡ଼ିବାକୁ କହିବା ପରେ ଅକଥନୀୟ ନିର୍ଯାତନା ଦେଉଥିଲେ। ଗୋଇଠା ଓ ମୁଥ ମାରୁଥିଲେ ବୋଲି ପୁରୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ତ୍ରୀ ଶ୍ରୀୟା ମିଶ୍ର କହିଛନ୍ତି।...

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ/ନୟାଗଡ଼ ଅଫିସ/ ଦଶପଲ୍ଲା,୨୨।୧(ଡି.ଏନ.ଏ.): ବିଶ୍ୱନିୟନ୍ତା ଦାରୁବିଗ୍ରହଙ୍କ ଚଳିତବର୍ଷ ରଥଯାତ୍ରା ଜୁନ୍‌ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀପଞ୍ଚମୀ ତିଥି ସରସ୍ବତୀ ପୂଜା ଅବସରରେ ରଥଖଳାରେ ରଥକାଠ ଅନୁକୂଳ ବା ପୂଜାର୍ଚ୍ଚନା ହେବ। ତେବେ ଶ୍ରୀପଞ୍ଚମୀ ୨୬ ତାରିଖ ଗୁରୁବାର ପଡୁଥିବାବେଳେ...

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ପୁରୀ ଅଫିସ,୨୧।୧: ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ...

‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’

ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ...

ଡାକୋଟା ବିମାନକୁ ପୁରୀ ଆଣିବାକୁ ଦାବି

ପୁରୀ ଅଫିସ,୨୦ା୧: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନକୁ ପୁରୀ ଆଣିବା ଓ ତାଙ୍କର ଏକ ନୂଆ ସ୍ମୃତି ପୀଠ ସ୍ଥାପନ କରିବାକୁ ଦାବି କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଗୁରୁବାର ବିଜୁବାବୁଙ୍କ ଅସ୍ଥି ଥିବା ଅର୍ବାନ ହାଟରେ...

୨୭ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ,୨୦ା୧: ଆସନ୍ତା ୨୭ତାରିଖରେ ଶ୍ରୀକ୍ଷେତ୍ର ମହୋତ୍ସବ ଆରମ୍ଭ ହେବ। ଏହି ଉତ୍ସବ ପୁରୀର ଗର୍ବ ଓ ଗୌରବର ପ୍ରତୀକ। ତେଣୁ ଏହାକୁ ଆକର୍ଷଣୀୟ ଭାବେ ପାଳନ କରିବାକୁ ନେଇ ମୋଚିସାହି ନୂଆ ତୋଟା ଜାଗା ଘରରେ ଏକ ପ୍ରସ୍ତୁତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri