Advertisement

ରାୟଗଡା

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ କେହି…

5 days ago
ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର ଉଦାହରଣ…

6 days ago
ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

6 days ago
ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ…

1 week ago
ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନାଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) - ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬…

1 week ago
ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ…

1 week ago
ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି।…

2 weeks ago
କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତକଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ…

2 weeks ago
ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳାମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା

ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା

ରାୟଗଡ଼ା,୭।୪ (ଭାଗ୍ୟଶ୍ରୀ ମିଶ୍ର)- ରାୟଗଡ଼ା ସହରର ନ୍ୟୁକୋଲୋନୀଠାରେ ଥିବା ୨ଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବିକରି ଉକ୍ତ ଅଞ୍ଚଳର ମହିଳାମାନେ ସୋମବାର ଜିଲାପାଳ ଅଭିଯୋଗ…

3 weeks ago
ସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତିସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତି

ସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତି

ରାୟଗଡ଼ା/ବିଷମକଟକ/କାଶୀପୁର/ଟିକିରି,୨୯।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା): ଆସନ୍ତା ଆର୍ଥିକ ବର୍ଷ ପାଇଁ ଶନିବାର ରାଜ୍ୟର ବିଭିନ୍ନ କୋର୍ଟରେ ଆଇନଜୀବୀଙ୍କ ବାର ଆସୋସିଏଶନ ନିର୍ବାଚନ…

4 weeks ago